Online Bible

- Reklamy -




ଆଦି ପୁସ୍ତକ 45:12 - ପବିତ୍ର ବାଇବଲ

12 ଯୋଷେଫ ତାଙ୍କର ଭାଇମାନଙ୍କୁ ଏ କଥା କହିଲେ, “ମୁଁ ଯୋଷେଫ ବୋଲି, ତୁମ୍ଭେ ନିଶ୍ଚିତରେ ଜାଣିଥିବ। ଏପରିକି ମୋର ଭାଇ ବିନ୍ୟାମୀନ ଜାଣୁ ଯେ ମୁଁ ଯୋଷେଫ, ତୁମ୍ଭର ଭାଇ କହୁଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ଦେଖ, ମୋହର ମୁଖ ତୁମ୍ଭମାନଙ୍କୁ ଏ କଥା କହୁଅଛି, ଏହା ତୁମ୍ଭମାନଙ୍କ ଚକ୍ଷୁ ଓ ମୋʼ ସହୋଦର ବିନ୍ୟାମିନର ଚକ୍ଷୁ ଦେଖୁଅଛି।

Viz kapitola kopírovat

ଓଡିଆ ବାଇବେଲ

12 ଦେଖ, ମୋହର ମୁଖ ତୁମ୍ଭମାନଙ୍କୁ ଏ କଥା କହୁଅଛି, ଏହା ତୁମ୍ଭମାନଙ୍କ ଚକ୍ଷୁ ଓ ମୋ’ ସହୋଦର ବିନ୍ୟାମୀନ୍‍ର ଚକ୍ଷୁ ଦେଖୁଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 “ଦେଖ, ମୋହର ମୁଖ ତୁମ୍ଭମାନଙ୍କୁ ଏ କଥା କହୁଅଛି, ଏହା ତୁମ୍ଭମାନଙ୍କ ଚକ୍ଷୁ ଓ ମୋʼ ସହୋଦର ବିନ୍ୟାମୀନ୍‍ର ଚକ୍ଷୁ ଦେଖୁଅଛି।

Viz kapitola kopírovat




ଆଦି ପୁସ୍ତକ 45:12

Následuj nás:

Reklamy


Reklamy