ଆଦି ପୁସ୍ତକ 45:14 - ପବିତ୍ର ବାଇବଲ14 ଏହା ପରେ ଯୋଷେଫ ବିନ୍ୟାମୀନଙ୍କୁ ଆଲିଙ୍ଗନ କଲେ ଓ ଉଭୟ ଭାଇ ମିଶି କ୍ରନ୍ଦନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଅନନ୍ତର ସେ ଆପଣା ସହୋଦର ବିନ୍ୟାମିନର ଗଳା ଧରି ରୋଦନ କଲେ, ପୁଣି ବିନ୍ୟାମିନ ତାଙ୍କର ଗଳା ଧରି ରୋଦନ କଲା। Viz kapitolaଓଡିଆ ବାଇବେଲ14 ଏଥିଉତ୍ତାରେ ସେ ଆପଣା ସହୋଦର ବିନ୍ୟାମୀନ୍ର ଗଳା ଧରି ରୋଦନ କଲେ, ପୁଣି, ବିନ୍ୟାମୀନ୍ ତାଙ୍କର ଗଳା ଧରି ରୋଦନ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଥିଉତ୍ତାରେ ସେ ଆପଣା ସହୋଦର ବିନ୍ୟାମୀନ୍ର ଗଳା ଧରି ରୋଦନ କଲେ, ପୁଣି, ବିନ୍ୟାମୀନ୍ ତାଙ୍କର ଗଳା ଧରି ରୋଦନ କଲା। Viz kapitola |