Online Bible

- Reklamy -




ଆଦି ପୁସ୍ତକ 45:17 - ପବିତ୍ର ବାଇବଲ

17 ଫାରୋ ଯୋଷେଫଙ୍କୁ କହିଲେ, “ତୁମ୍ଭର ଭାଇମାନଙ୍କୁ କୁହ ତାଙ୍କର ପଶୁମାନଙ୍କୁ ଖାଦ୍ୟ ଶସ୍ୟରେ ଲଦି ଦିଅନ୍ତୁ ଏବଂ କିଣାନ ଦେଶକୁ ଗ୍ଭଲିଯାଆନ୍ତୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ପୁଣି ଫାରୋ ଯୋଷେଫଙ୍କୁ କହିଲେ, ତୁମ୍ଭେ ଆପଣା ଭାଇମାନଙ୍କୁ କୁହ, ତୁମ୍ଭେମାନେ ଏହି କର୍ମ କର; ଆପଣା ଆପଣା ପଶୁମାନଙ୍କୁ ବୋଝାଇ କରି କିଣାନ ଦେଶକୁ ଯାଅ,

Viz kapitola kopírovat

ଓଡିଆ ବାଇବେଲ

17 ପୁଣି, ଫାରୋ ଯୋଷେଫଙ୍କୁ କହିଲେ, “ତୁମ୍ଭେ ଆପଣା ଭାଇମାନଙ୍କୁ କୁହ, ତୁମ୍ଭେମାନେ ଏହି କର୍ମ କର; ଆପଣା ଆପଣା ପଶୁମାନଙ୍କୁ ବୋଝାଇ କରି କିଣାନ ଦେଶକୁ ଯାଅ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, ଫାରୋ ଯୋଷେଫଙ୍କୁ କହିଲେ, “ତୁମ୍ଭେ ଆପଣା ଭାଇମାନଙ୍କୁ କୁହ, ‘ତୁମ୍ଭେମାନେ ଏହି କର୍ମ କର; ଆପଣା ଆପଣା ପଶୁମାନଙ୍କୁ ବୋଝାଇ କରି କିଣାନ ଦେଶକୁ ଯାଅ,

Viz kapitola kopírovat




ଆଦି ପୁସ୍ତକ 45:17

Následuj nás:

Reklamy


Reklamy