ଆଦି ପୁସ୍ତକ 45:2 - ପବିତ୍ର ବାଇବଲ2 ଯୋଷେଫ କ୍ରନ୍ଦନ କରିବା ସମସ୍ତ ମିଶରୀୟମାନେ ଶୁଣିଲେ, ଯେଉଁମାନେ ଫାରୋଙ୍କ ଗୃହରେ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେ ଉଚ୍ଚୈଃସ୍ଵରରେ ଏପରି ରୋଦନ କଲେ ଯେ, ମିସ୍ରୀୟମାନେ ଓ ଫାରୋଙ୍କ ଗୃହସ୍ଥିତ ଲୋକମାନେ ତାହା ଶୁଣି ପାରିଲେ। Viz kapitolaଓଡିଆ ବାଇବେଲ2 ସେ ଉଚ୍ଚୈଃସ୍ୱରରେ ଏପରି ରୋଦନ କଲେ ଯେ, ମିସ୍ରୀୟମାନେ ଓ ଫାରୋଙ୍କ ଗୃହସ୍ଥିତ ଲୋକମାନେ ତାହା ଶୁଣି ପାରିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ଉଚ୍ଚସ୍ୱରରେ ଏପରି ରୋଦନ କଲେ ଯେ, ମିସରୀୟମାନେ ଓ ଫାରୋଙ୍କ ଗୃହସ୍ଥିତ ଲୋକମାନେ ତାହା ଶୁଣି ପାରିଲେ। Viz kapitola |