Online Bible

- Reklamy -




ଆଦି ପୁସ୍ତକ 45:21 - ପବିତ୍ର ବାଇବଲ

21 ତେଣୁ ଇସ୍ରାଏଲଙ୍କ ପୁତ୍ରମାନେ ସେହିପରି କଲେ। ଫାରୋ କହିବା ଅନୁସାରେ ଯୋଷେଫ ସେମାନଙ୍କୁ ଉତ୍ତମ ଶକଟମାନ ଦେଲେ। ତାଙ୍କର ଯାତ୍ରା ପାଇଁ ଆବଶ୍ୟକ ଦ୍ରବ୍ୟମାନ ମଧ୍ୟ ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ତହିଁରେ ଇସ୍ରାଏଲଙ୍କର ପୁତ୍ରମାନେ ସେହିପରି କଲେ; ପୁଣି ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ସେମାନଙ୍କୁ ଶକଟ ଓ ପାଥେୟ ଦ୍ରବ୍ୟ ଦେଲେ।

Viz kapitola kopírovat

ଓଡିଆ ବାଇବେଲ

21 ତହିଁରେ ଇସ୍ରାଏଲଙ୍କର ପୁତ୍ରମାନେ ସେହିପରି କଲେ; ପୁଣି, ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ସେମାନଙ୍କୁ ଶଗଡ଼ ଓ ପାଥେୟ ଦ୍ରବ୍ୟ ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତହିଁରେ ଇସ୍ରାଏଲଙ୍କର ପୁତ୍ରମାନେ ସେହିପରି କଲେ; ପୁଣି, ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ସେମାନଙ୍କୁ ଶଗଡ଼ ଓ ପାଥେୟ ଦ୍ରବ୍ୟ ଦେଲେ।

Viz kapitola kopírovat




ଆଦି ପୁସ୍ତକ 45:21

Následuj nás:

Reklamy


Reklamy