ଆଦି ପୁସ୍ତକ 45:22 - ପବିତ୍ର ବାଇବଲ22 ଯୋଷେଫ ତାଙ୍କର ପ୍ରତ୍ୟେକ ଭାଇମାନଙ୍କୁ ଗୋଟିଏ ଯୋଡ଼ା ଉତ୍ତମ ବସ୍ତ୍ର ଦେଲେ। ମାତ୍ର ବିନ୍ୟାମୀନକୁ 300 ରୌପ୍ୟ ମୁଦ୍ରା ଓ ପାଞ୍ଚ ଯୋଡ଼ା ସୁକ୍ଷ୍ମ ବସ୍ତ୍ର ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ପୁଣି, ପ୍ରତ୍ୟେକ ଜଣକୁ ଏକ ଏକ ଯୋଡ଼ା ବସ୍ତ୍ର ଦେଲେ, ମାତ୍ର ବିନ୍ୟାମିନକୁ ତିନିଶହ ରୌପ୍ୟମୁଦ୍ରା ଓ ପାଞ୍ଚ ଯୋଡ଼ା ବସ୍ତ୍ର ଦେଲେ। Viz kapitolaଓଡିଆ ବାଇବେଲ22 ପୁଣି, ପ୍ରତ୍ୟେକ ଜଣକୁ ଏକ ଏକ ଯୋଡ଼ା ବସ୍ତ୍ର ଦେଲେ, ମାତ୍ର ବିନ୍ୟାମୀନ୍କୁ ତିନିଶହ ଶେକେଲ ରୌପ୍ୟମୁଦ୍ରା ଓ ପାଞ୍ଚ ଯୋଡ଼ା ବସ୍ତ୍ର ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, ପ୍ରତ୍ୟେକ ଜଣକୁ ଏକ ଏକ ଯୋଡ଼ା ବସ୍ତ୍ର ଦେଲେ, ମାତ୍ର ବିନ୍ୟାମୀନ୍କୁ ତିନି ଶହ ଶେକେଲ ରୌପ୍ୟ ମୁଦ୍ରା ଓ ପାଞ୍ଚ ଯୋଡ଼ା ବସ୍ତ୍ର ଦେଲେ। Viz kapitola |