Online Bible

- Reklamy -




ଆଦି ପୁସ୍ତକ 45:23 - ପବିତ୍ର ବାଇବଲ

23 ପୁଣି ଯୋଷେଫ ତାଙ୍କର ପିତାଙ୍କ ନିମନ୍ତେ ମିଶର ଦେଶର ଉତ୍ତମ ଦ୍ରବ୍ୟରେ ନଦା ଦଶ ଗଧ ଓ ପିତାଙ୍କ ପାଥେୟ ନିମନ୍ତେ ଶସ୍ୟ ଓ ରୋଟୀ ଆଦି ଭକ୍ଷ୍ୟ ଦ୍ରବ୍ୟରେ ନଦା ଦଶ ଗର୍ଦ୍ଦଭୀ ପାଠାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ପୁଣି ପିତାଙ୍କ ନିମନ୍ତେ ମିସର ଦେଶର ଉତ୍ତମ ଉତ୍ତମ ଦ୍ରବ୍ୟରେ ନଦା ଦଶ ଗଧ ଓ ପିତାଙ୍କ ପାଥେୟ ନିମନ୍ତେ ଶସ୍ୟ ଓ ରୋଟୀ ଆଦି ଭକ୍ଷ୍ୟ ଦ୍ରବ୍ୟରେ ନଦା ଦଶ ଗର୍ଦ୍ଦଭୀ ପଠାଇଲେ।

Viz kapitola kopírovat

ଓଡିଆ ବାଇବେଲ

23 ପୁଣି, ପିତାଙ୍କ ନିମନ୍ତେ ମିସର ଦେଶର ଉତ୍ତମ ଉତ୍ତମ ଦ୍ରବ୍ୟରେ ନଦା ଦଶ ଗଧ ଓ ପିତାଙ୍କ ପାଥେୟ ନିମନ୍ତେ ଶସ୍ୟ ଓ ରୁଟି ଆଦି ଭକ୍ଷ୍ୟ ଦ୍ରବ୍ୟରେ ନଦା ଦଶ ଗର୍ଦ୍ଦଭୀ ପଠାଇଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପୁଣି, ପିତାଙ୍କ ନିମନ୍ତେ ମିସର ଦେଶର ଉତ୍ତମ ଉତ୍ତମ ଦ୍ରବ୍ୟରେ ନଦା ଦଶ ଗଧ ଓ ପିତାଙ୍କ ପାଥେୟ ନିମନ୍ତେ ଶସ୍ୟ ଓ ରୁଟି ଆଦି ଭକ୍ଷ୍ୟ ଦ୍ରବ୍ୟରେ ନଦା ଦଶ ଗର୍ଦ୍ଦଭୀ ପଠାଇଲେ।

Viz kapitola kopírovat




ଆଦି ପୁସ୍ତକ 45:23

Následuj nás:

Reklamy


Reklamy