Online Bible

- Reklamy -




ଆଦି ପୁସ୍ତକ 45:24 - ପବିତ୍ର ବାଇବଲ

24 ଏହା ପରେ ଯୋଷେଫ ତାଙ୍କର ଭାଇମାନଙ୍କୁ କହିଲେ, ସେମାନଙ୍କର ଘର ରାସ୍ତାରେ ଯିବାକୁ ଏବଂ ସେମାନଙ୍କୁ ସାବଧାନ କରାଇ କହିଲେ, “ସିଧା ଘରକୁ ଯାଅ। ବାଟରେ ଝଗଡ଼ା କର ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ଏହିରୂପେ ଯୋଷେଫ ଆପଣା ଭାଇମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି ସେ ସେମାନଙ୍କୁ କହିଲେ, ସାବଧାନ, ବାଟରେ କଳି କରିବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

24 ଏହିରୂପେ ଯୋଷେଫ ଆପଣା ଭାଇମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ବାଟରେ କଳି କରିବ ନାହିଁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏହିରୂପେ ଯୋଷେଫ ଆପଣା ଭାଇମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ବାଟରେ କଳି କରିବ ନାହିଁ।”

Viz kapitola kopírovat




ଆଦି ପୁସ୍ତକ 45:24

Následuj nás:

Reklamy


Reklamy