ଆଦି ପୁସ୍ତକ 45:25 - ପବିତ୍ର ବାଇବଲ25 ଏହିପରି ଭାବରେ ଯୋଷେଫଙ୍କର ଭାଇମାନେ ମିଶର ଛାଡ଼ି କିଣାନ ଦେଶକୁ ଗଲେ। ତା'ପରେ ସେମାନେ ସେମାନଙ୍କର ପିତା ଯାକୁବଙ୍କ ଆଗକୁ ଆସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଅନନ୍ତର ସେମାନେ ମିସର ଦେଶରୁ ପ୍ରସ୍ଥାନ କରି କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହେଲେ। Viz kapitolaଓଡିଆ ବାଇବେଲ25 ଏଥିଉତ୍ତାରେ ସେମାନେ ମିସର ଦେଶରୁ ପ୍ରସ୍ଥାନ କରି କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏଥିଉତ୍ତାରେ ସେମାନେ ମିସର ଦେଶରୁ ପ୍ରସ୍ଥାନ କରି କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହେଲେ। Viz kapitola |