ଆଦି ପୁସ୍ତକ 45:26 - ପବିତ୍ର ବାଇବଲ26 ଭାଇମାନେ ତାଙ୍କ ପିତାଙ୍କୁ କହିଲେ, “ପିତା, ଯୋଷେଫ ଏବଂ ମଧ୍ୟ ବଞ୍ଚିଛନ୍ତି। ସେ ବର୍ତ୍ତମାନ ସମସ୍ତ ମିଶର ଉପରେ କର୍ତ୍ତା ଅଟନ୍ତି।” ତାଙ୍କର ପିତା କିଛି ଭାବି ପାରିଲେ ନାହିଁ। ପ୍ରଥମେ ସେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ପୁଣି ସେମାନେ ତାଙ୍କୁ କହିଲେ, ଯୋଷେଫ ଆଜି ପର୍ଯ୍ୟନ୍ତ ଜୀବିତ ଅଛି, ଆଉ ସେ ସମସ୍ତ ମିସର ଦେଶର କର୍ତ୍ତା ହୋଇଅଛି। ଏଥିରେ ଯାକୁବଙ୍କର ହୃଦୟ ଜଡ଼ୀଭୂତ ହେଲା, କାରଣ ସେ ସେମାନଙ୍କୁ ବିଶ୍ଵାସ କଲେ ନାହିଁ। Viz kapitolaଓଡିଆ ବାଇବେଲ26 ପୁଣି, ସେମାନେ ତାଙ୍କୁ କହିଲେ, “ଯୋଷେଫ ଆଜି ପର୍ଯ୍ୟନ୍ତ ଜୀବିତ ଅଛି, ଆଉ ସେ ସମସ୍ତ ମିସର ଦେଶର କର୍ତ୍ତା ହୋଇଅଛି।” ଏଥିରେ ଯାକୁବଙ୍କର ହୃଦୟ ଜଡ଼ୀଭୂତ ହେଲା, କାରଣ ସେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପୁଣି, ସେମାନେ ତାଙ୍କୁ କହିଲେ, “ଯୋଷେଫ ଆଜି ପର୍ଯ୍ୟନ୍ତ ଜୀବିତ ଅଛି, ଆଉ ସେ ସମସ୍ତ ମିସର ଦେଶର କର୍ତ୍ତା ହୋଇଅଛି।” ଏଥିରେ ଯାକୁବଙ୍କର ହୃଦୟ ଜଡ଼ୀଭୂତ ହେଲା, କାରଣ ସେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ। Viz kapitola |