ଆଦି ପୁସ୍ତକ 45:27 - ପବିତ୍ର ବାଇବଲ27 ତା'ପରେ ଯୋଷେଫଙ୍କ ସମସ୍ତ କଥା ସେମାନେ ତାଙ୍କୁ କହିଲେ। ଏବଂ ଯାକୁବ ତାଙ୍କ ପାଇଁ ପଠାଇଥିବା ଶକଟମାନ ଦେଖିଲେ। ଏହା ପରେ ଯାକୁବ ଅତ୍ୟନ୍ତ ଆନନ୍ଦିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ପୁଣି ଯୋଷେଫ ଯେତେ କଥା ସେମାନଙ୍କୁକହିଥିଲେ, ସେ ସବୁ କଥା ସେମାନେ ତାଙ୍କୁ କହିଲେ। ମାତ୍ର ସେ ଯେତେବେଳେ ତାଙ୍କୁ ନେବା ପାଇଁ ଯୋଷେଫଙ୍କ ପ୍ରେରିତ ଶକଟ ସବୁ ଦେଖିଲେ, ସେତେବେଳେ ସେମାନଙ୍କ ପିତା ଯାକୁବଙ୍କ ଆତ୍ମା ପୁନର୍ଜୀବିତ ହେଲା। Viz kapitolaଓଡିଆ ବାଇବେଲ27 ପୁଣି, ଯୋଷେଫ ଯେତେ କଥା ସେମାନଙ୍କୁ କହିଥିଲେ, ସେହି ସବୁ କଥା ସେମାନେ ତାଙ୍କୁ କହିଲେ। ମାତ୍ର ସେ ଯେତେବେଳେ ତାଙ୍କୁ ନେବା ପାଇଁ ଯୋଷେଫଙ୍କ ପ୍ରେରିତ ଶଗଡ଼ସବୁ ଦେଖିଲେ, ସେତେବେଳେ ସେମାନଙ୍କ ପିତା ଯାକୁବଙ୍କ ଆତ୍ମା ପୁନର୍ଜୀବିତ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ପୁଣି, ଯୋଷେଫ ଯେତେ କଥା ସେମାନଙ୍କୁ କହିଥିଲେ, ସେହି ସବୁ କଥା ସେମାନେ ତାଙ୍କୁ କହିଲେ। ମାତ୍ର ସେ ଯେତେବେଳେ ତାଙ୍କୁ ନେବା ପାଇଁ ଯୋଷେଫଙ୍କ ପ୍ରେରିତ ଶଗଡ଼ସବୁ ଦେଖିଲେ, ସେତେବେଳେ ସେମାନଙ୍କ ପିତା ଯାକୁବଙ୍କ ଆତ୍ମା ପୁନର୍ଜୀବିତ ହେଲା। Viz kapitola |