ଆଦି ପୁସ୍ତକ 45:28 - ପବିତ୍ର ବାଇବଲ28 ଯାକୁବ କହିଲେ, “ଏହା ଯଥେଷ୍ଟ! ଆଉ ତୁମ୍ଭର ଅଧିକ କିଛି କହିବା ଦରକାର ନାହିଁ। ମୋର ପୁତ୍ର ଯୋଷେଫ ଏବେବି ଜୀବିତ। ମୁଁ ମଲା ପୂର୍ବରୁ ତାକୁ ଦେଖିବାକୁ ଯିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)28 ତହିଁରେ ଇସ୍ରାଏଲ କହିଲେ, ଯଥେଷ୍ଟ; ମୋହର ପୁତ୍ର ଯୋଷେଫ ଆଜିଯାଏ ବଞ୍ଚିଅଛି; ମୁଁ ଯିବି, ମରଣ ପୂର୍ବେ ତାକୁ ଦେଖିବି। Viz kapitolaଓଡିଆ ବାଇବେଲ28 ତହିଁରେ ଇସ୍ରାଏଲ କହିଲେ, “ଯଥେଷ୍ଟ; ମୋହର ପୁତ୍ର ଯୋଷେଫ ଆଜି ପର୍ଯ୍ୟନ୍ତ ବଞ୍ଚିଅଛି; ମୁଁ ଯିବି, ମରଣ ପୂର୍ବେ ତାକୁ ଦେଖିବି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତହିଁରେ ଇସ୍ରାଏଲ କହିଲେ, “ଯଥେଷ୍ଟ; ମୋହର ପୁତ୍ର ଯୋଷେଫ ଆଜି ପର୍ଯ୍ୟନ୍ତ ବଞ୍ଚିଅଛି; ମୁଁ ଯିବି, ମରଣ ପୂର୍ବେ ତାକୁ ଦେଖିବି।” Viz kapitola |