ଆଦି ପୁସ୍ତକ 45:3 - ପବିତ୍ର ବାଇବଲ3 ଯୋଷେଫ ତାଙ୍କର ଭାଇମାନଙ୍କୁ କହିଲେ, “ମୁଁ ତୁମ୍ଭର ଭାଇ ଯୋଷେଫ ଅଟେ। ମୋର ପିତା କୁଶଳରେ ତ?” କିନ୍ତୁ ତାଙ୍କ ଭାଇମାନେ କିଛି ଉତ୍ତର ଦେଲେ ନାହିଁ, କାରଣ ସେମାନେ ଭୟ କରୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, ମୁଁ ଯୋଷେଫ; ମୋʼ ପିତା କି ଆଜିଯାଏ ବଞ୍ଚିଅଛନ୍ତି? ଏଥିରେ ତାଙ୍କର ଭାଇମାନେ ତାଙ୍କ ସାକ୍ଷାତରେ ଉଦ୍ବିଗ୍ନ ହେବାରୁ କିଛି ଉତ୍ତର ଦେଇ ପାରିଲେ ନାହିଁ। Viz kapitolaଓଡିଆ ବାଇବେଲ3 ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ମୁଁ ଯୋଷେଫ; ମୋ’ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି ?” ଏଥିରେ ତାଙ୍କର ଭାଇମାନେ ତାଙ୍କ ସାକ୍ଷାତରେ ଭୟଭୀତ ହେବାରୁ କିଛି ଉତ୍ତର ଦେଇ ପାରିଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ମୁଁ ଯୋଷେଫ; ମୋʼ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି?” ଏଥିରେ ତାଙ୍କର ଭାଇମାନେ ତାଙ୍କ ସାକ୍ଷାତରେ ଭୟଭୀତ ହେବାରୁ କିଛି ଉତ୍ତର ଦେଇ ପାରିଲେ ନାହିଁ। Viz kapitola |