Online Bible

- Reklamy -




ଆଦି ପୁସ୍ତକ 45:4 - ପବିତ୍ର ବାଇବଲ

4 ତେଣୁ ଯୋଷେଫ ତାଙ୍କର ଭାଇମାନଙ୍କୁ କହିଲେ, “ମୋ’ ନିକଟକୁ ଆସ, ମୁଁ ନିବେଦନ କରୁଛି ମୋ’ ନିକଟକୁ ଆସ।” ତେଣୁ ତାଙ୍କର ଭାଇମାନେ ତାଙ୍କ ନିକଟକୁ ଗଲେ। ତେଣୁ ଯୋଷେଫ ସେମାନଙ୍କୁ କହିଲେ, “ମୁଁ ତୁମ୍ଭର ଭାଇ ଯୋଷେଫ, ମୁଁ ହେଉଛି ସେହି ଭାଇ ଯାହାକୁ ତୁମ୍ଭେମାନେ ବିକ୍ରି କଲ କ୍ରୀତଦାସ ପରି କ୍ରେତାମାନଙ୍କୁ, ଯେଉଁମାନେ ସେମାନଙ୍କର ମିଶରୀୟ ରାସ୍ତାରେ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ଅନନ୍ତର ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, ବିନୟ କରୁଅଛି, ମୋʼ ପାଖକୁ ଆସ; ତହିଁରେ ସେମାନେ ପାଖକୁ ଯାଆନ୍ତେ, ସେ କହିଲେ, ମୁଁ ତୁମ୍ଭମାନଙ୍କର ଭାଇ ଯୋଷେଫ, ଯାହାକୁ ତୁମ୍ଭେମାନେ ମିସରଗାମୀ ଲୋକମାନଙ୍କୁ ବିକ୍ରୟ କରିଥିଲ।

Viz kapitola kopírovat

ଓଡିଆ ବାଇବେଲ

4 ଏଥିଉତ୍ତାରେ ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ବିନୟ କରୁଅଛି, ମୋ’ ପାଖକୁ ଆସ,” ତହିଁରେ ସେମାନେ ପାଖକୁ ଯାଆନ୍ତେ, ସେ କହିଲେ, “ମୁଁ ତୁମ୍ଭମାନଙ୍କର ଭାଇ ଯୋଷେଫ, ଯାହାକୁ ତୁମ୍ଭେମାନେ ମିସରଗାମୀ ଲୋକମାନଙ୍କୁ ବିକ୍ରୟ କରିଥିଲ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଥିଉତ୍ତାରେ ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ବିନୟ କରୁଅଛି, ମୋʼ ପାଖକୁ ଆସ,” ତହିଁରେ ସେମାନେ ପାଖକୁ ଯାଆନ୍ତେ, ସେ କହିଲେ, “ମୁଁ ତୁମ୍ଭମାନଙ୍କର ଭାଇ ଯୋଷେଫ, ଯାହାକୁ ତୁମ୍ଭେମାନେ ମିସରଗାମୀ ଲୋକମାନଙ୍କୁ ବିକ୍ରୟ କରିଥିଲ।

Viz kapitola kopírovat




ଆଦି ପୁସ୍ତକ 45:4

Následuj nás:

Reklamy


Reklamy