ଆଦି ପୁସ୍ତକ 45:5 - ପବିତ୍ର ବାଇବଲ5 ବର୍ତ୍ତମାନ ତୁମ୍ଭେ ବ୍ୟସ୍ତ ହୁଅ ନାହିଁ। ମୋତେ ଗୋଟିଏ କ୍ରୀତଦାସ ପରି ବିକ୍ରୀ କରିଥିବାରୁ ତୁମ୍ଭେ ନିଜ ଉପରେ ରାଗ ନାହିଁ। ତୁମ୍ଭ ସମ୍ମୁଖରେ ଜୀବନ ରକ୍ଷା କରିବା ପାଇଁ ପରମେଶ୍ୱର ମୋତେ ଏଠାକୁ ପଠାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ମାତ୍ର ତୁମ୍ଭେମାନେ ମୋତେ ଏଠାକୁ ଆସିବା ପାଇଁ ବିକ୍ରୟ କଲ ବୋଲି ଏବେ ଦୁଃଖିତ ଓ ଆପଣା ଆପଣା ପ୍ରତି ବିରକ୍ତ ହୁଅ ନାହିଁ; କାରଣ ପରମେଶ୍ଵର ପ୍ରାଣ ବଞ୍ଚାଇବା ନିମନ୍ତେ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଲେ। Viz kapitolaଓଡିଆ ବାଇବେଲ5 ମାତ୍ର, ତୁମ୍ଭେମାନେ ମୋତେ ଏଠାକୁ ଆସିବା ପାଇଁ ବିକ୍ରୟ କଲ ବୋଲି ଏବେ ଦୁଃଖିତ ଓ ଆପଣା ଆପଣା ପ୍ରତି ବିରକ୍ତ ହୁଅ ନାହିଁ; କାରଣ ପରମେଶ୍ୱର ପ୍ରାଣ ବଞ୍ଚାଇବା ନିମନ୍ତେ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମାତ୍ର, ତୁମ୍ଭେମାନେ ମୋତେ ଏଠାକୁ ଆସିବା ପାଇଁ ବିକ୍ରୟ କଲ ବୋଲି ଏବେ ଦୁଃଖିତ ଓ ଆପଣା ଆପଣା ପ୍ରତି ବିରକ୍ତ ହୁଅ ନାହିଁ; କାରଣ ପରମେଶ୍ୱର ପ୍ରାଣ ବଞ୍ଚାଇବା ନିମନ୍ତେ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଲେ। Viz kapitola |