ଆଦି ପୁସ୍ତକ 45:6 - ପବିତ୍ର ବାଇବଲ6 ଦୁର୍ଭିକ୍ଷ ବର୍ତ୍ତମାନ ଦୁଇ ବର୍ଷ ଧରି ଗ୍ଭଲିଛି। ଆହୁରି ଏହିପରି ପାଞ୍ଚ ବର୍ଷ ହେବ। ଶସ୍ୟ କଅଁଳିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଦେଖ, କେବଳ ଦୁଇ ବର୍ଷ ହେଲା ଦେଶରେ ଦୁର୍ଭିକ୍ଷ ହୋଇଅଛି; ଆହୁରି ପାଞ୍ଚ ବର୍ଷ ବାକୀ ଅଛି, ତହିଁ ମଧ୍ୟରେ ଚାଷ କି ଶସ୍ୟଚ୍ଛେଦନ ହେବ ନାହିଁ। Viz kapitolaଓଡିଆ ବାଇବେଲ6 ଦେଖ, କେବଳ ଦୁଇ ବର୍ଷ ହେଲା ଦେଶରେ ଦୁର୍ଭିକ୍ଷ ହୋଇଅଛି; ଆହୁରି ପାଞ୍ଚ ବର୍ଷ ବାକି ଅଛି, ତହିଁ ମଧ୍ୟରେ ଚାଷ କି ଶସ୍ୟର ଚ୍ଛେଦନ ହେବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଦେଖ, କେବଳ ଦୁଇ ବର୍ଷ ହେଲା ଦେଶରେ ଦୁର୍ଭିକ୍ଷ ହୋଇଅଛି; ଆହୁରି ପାଞ୍ଚ ବର୍ଷ ବାକି ଅଛି, ତହିଁ ମଧ୍ୟରେ ଚାଷ କି ଶସ୍ୟର ଚ୍ଛେଦନ ହେବ ନାହିଁ। Viz kapitola |