Online Bible

- Reklamy -




ଆଦି ପୁସ୍ତକ 46:18 - ପବିତ୍ର ବାଇବଲ

18 ଏମାନେ ସିଳ୍ପାର ପୁତ୍ର ଥିଲେ। ଲାବନ ତାଙ୍କର କନ୍ୟା ଲେୟାକୁ, ସିଳ୍ପାକୁ ସେବିକା ଭାବରେ ଦେଲେ। ସେଥିପାଇଁ ଯାକୁବଙ୍କର ଷୋହଳ ଜଣ ବଂଶଧର ସିଳ୍ପାଠାରୁ ଜନ୍ମ ହୋଇଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଲାବନ ଆପଣା କନ୍ୟା ଲେୟାକୁ ସିଳ୍ପା ନାମ୍ନୀ ଯେଉଁ (ଦାସୀ) ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା। ଏମାନେ ଷୋଳ ପ୍ରାଣୀ।

Viz kapitola kopírovat

ଓଡିଆ ବାଇବେଲ

18 ଲାବନ ଆପଣା କନ୍ୟା ଲେୟାକୁ ସିଳ୍ପା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା। ଏମାନେ ଷୋହଳ ଜଣ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଲାବନ ଆପଣା କନ୍ୟା ଲେୟାକୁ ସିଳ୍ପା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା। ଏମାନେ ଷୋହଳ ଜଣ।

Viz kapitola kopírovat




ଆଦି ପୁସ୍ତକ 46:18

Následuj nás:

Reklamy


Reklamy