ଆଦି ପୁସ୍ତକ 46:20 - ପବିତ୍ର ବାଇବଲ20 ମିଶରରେ ଯୋଷେଫଙ୍କର ଦୁଇ ପୁତ୍ର ଥିଲେ। ମନଃଶି ଓ ଇଫ୍ରୟିମ। ଯୋଷେଫଙ୍କ ସ୍ତ୍ରୀ ଆସନତ, ସେମାନଙ୍କୁ ଜନ୍ମ କରିଥିଲେ। ଯିଏ ଓନ୍ ନଗରସ୍ଥ ପୋଟୀଫର ଯାଜକର କନ୍ୟା ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଯୋଷେଫଙ୍କର ପୁତ୍ର ମନଃଶି ଓ ଇଫ୍ରୟିମ ମିସର ଦେଶରେ ଜନ୍ମିଥିଲେ; ଓନ୍ ନଗରସ୍ଥ ପୋଟୀଫେର ଯାଜକର ଆସନତ୍ ନାମ୍ନୀ କନ୍ୟା ସେମାନଙ୍କୁ ପ୍ରସବ କରିଥିଲା। Viz kapitolaଓଡିଆ ବାଇବେଲ20 ଯୋଷେଫଙ୍କର ପୁତ୍ର ମନଃଶି ଓ ଇଫ୍ରୟିମ ମିସର ଦେଶରେ ଜନ୍ମିଥିଲେ; ଓନ୍ ନଗରସ୍ଥ ପୋଟୀଫେର ଯାଜକର ଆସନତ୍ ନାମ୍ନୀ କନ୍ୟା ସେମାନଙ୍କୁ ପ୍ରସବ କରିଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଯୋଷେଫଙ୍କର ପୁତ୍ର ମନଃଶି ଓ ଇଫ୍ରୟିମ ମିସର ଦେଶରେ ଜନ୍ମିଥିଲେ; ଓନ୍ ନଗରସ୍ଥ ପୋଟୀଫେର ଯାଜକର ଆସନତ୍ ନାମ୍ନୀ କନ୍ୟା ସେମାନଙ୍କୁ ପ୍ରସବ କରିଥିଲା। Viz kapitola |