ଆଦି ପୁସ୍ତକ 46:21 - ପବିତ୍ର ବାଇବଲ21 ବିନ୍ୟାମୀନର ପୁତ୍ରମାନେ ଥିଲେ, ବେଲା, ବେଖର, ଅସବେଲ, ଗେରା, ନାମନ, ଏହୀ, ରୋଶ, ମୁପ୍ପୀମ, ହୁପ୍ପୀମ ଓ ଅର୍ଦ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ପୁଣି ବିନ୍ୟାମିନର ସନ୍ତାନ ବେଲା ଓ ବେଖର ଓ ଅସ୍ବେଲ ଓ ଗେରା ଓ ନାମନ ଓ ଏହୀ ଓ ରୋଶ ଓ ମୁପ୍ପୀମ ଓ ହୁପ୍ପୀମ ଓ ଅର୍ଦ। Viz kapitolaଓଡିଆ ବାଇବେଲ21 ପୁଣି, ବିନ୍ୟାମୀନ୍ର ସନ୍ତାନ ବେଲା, ବେଖର, ଅସ୍ବେଲ, ଗେରା, ନାମାନ୍, ଏହୀ, ରୋଶ, ମୁପ୍ପୀମ, ହୁପ୍ପୀମ୍ ଓ ଅର୍ଦ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି, ବିନ୍ୟାମୀନ୍ର ସନ୍ତାନ ବେଲା, ବେଖର, ଅସ୍ବେଲ, ଗେରା, ନାମାନ୍, ଏହୀ, ରୋଶ, ମୁପ୍ପୀମ, ହୁପ୍ପୀମ୍ ଓ ଅର୍ଦ। Viz kapitola |