Online Bible

- Reklamy -




ଆଦି ପୁସ୍ତକ 46:27 - ପବିତ୍ର ବାଇବଲ

27 ଯୋଷେଫଙ୍କର ଦୁଇଟି ପୁତ୍ର ମିଶରରେ ଜନ୍ମ ଗ୍ରହଣ କରିଥିଲେ। ତେଣୁ ଏହିପରି ଭାବରେ ମୋଟ ସତୁରି ଜଣ ଯାକୁବଙ୍କ ପରିବାର ମିଶରରେ ବାସ କରୁଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ମିସରରେ ଯୋଷେଫଙ୍କର ଯେଉଁ ପୁତ୍ର ଜାତ ହୋଇ ଥିଲେ, ସେମାନେ ଦୁଇ ପ୍ରାଣୀ। ମିସରକୁ ଆଗତ ଯାକୁବଙ୍କର ପରିଜନ ସର୍ବସୁଦ୍ଧା ସତୁରି ଜଣ ଥିଲେ।

Viz kapitola kopírovat

ଓଡିଆ ବାଇବେଲ

27 ମିସରରେ ଯୋଷେଫଙ୍କର ଯେଉଁ ପୁତ୍ର ଜାତ ହୋଇଥିଲେ, ସେମାନେ ଦୁଇ ପ୍ରାଣୀ। ମିସରକୁ ଆଗତ ଯାକୁବଙ୍କର ପରିଜନ ସର୍ବସୁଦ୍ଧା ସତୁରି ଜଣ ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ମିସରରେ ଯୋଷେଫଙ୍କର ଯେଉଁ ପୁତ୍ର ଜାତ ହୋଇଥିଲେ, ସେମାନେ ଦୁଇ ପ୍ରାଣୀ। ମିସରକୁ ଆଗତ ଯାକୁବଙ୍କର ପରିଜନ ସର୍ବସୁଦ୍ଧା ସତୁରି ଜଣ ଥିଲେ।

Viz kapitola kopírovat




ଆଦି ପୁସ୍ତକ 46:27

Následuj nás:

Reklamy


Reklamy