Online Bible

- Reklamy -




ଆଦି ପୁସ୍ତକ 46:29 - ପବିତ୍ର ବାଇବଲ

29 ଯୋଷେଫ ଜାଣିଲେ ଯେ ତାଙ୍କର ପିତା ଇସ୍ରାଏଲ ଆସୁଛନ୍ତି। ତେଣୁ ଗୋଶନକୁ ଯାଇ ତାଙ୍କର ପିତାଙ୍କୁ ଦେଖା କରିବା ପାଇଁ ଯୋଷେଫ ତାଙ୍କର ରଥ ସଜାଡ଼ିଲେ। ଯେତେବେଳେ ଯୋଷେଫ ତାଙ୍କର ପିତାଙ୍କୁ ଦେଖିଲେ ସେ ତାହାଙ୍କ ଗଳାଧରି ବହୁ ସମୟ ରୋଦନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ତହୁଁ ଯୋଷେଫ ଆପଣା ପିତା ଇସ୍ରାଏଲଙ୍କ ସଙ୍ଗେ ସାକ୍ଷାତ୍ କରିବା ପାଇଁ ରଥ ସଜାଇ ଗୋଶନ ପ୍ରଦେଶକୁ ଗମନ କଲେ; ପୁଣି ତାଙ୍କୁ ଦେଖା ଦେଇ ତାଙ୍କ ଗଳା ଧରି ବହୁତ ବେଳ ଯାଏ ରୋଦନ କଲେ।

Viz kapitola kopírovat

ଓଡିଆ ବାଇବେଲ

29 ତହୁଁ ଯୋଷେଫ ଆପଣା ପିତା ଇସ୍ରାଏଲଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ରଥ ସଜାଇ ଗୋଶନ ପ୍ରଦେଶକୁ ଗମନ କଲେ; ପୁଣି, ତାଙ୍କୁ ଦେଖା ଦେଇ ତାଙ୍କ ଗଳା ଧରି ବହୁତ ସମୟ ପର୍ଯ୍ୟନ୍ତ ରୋଦନ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତହୁଁ ଯୋଷେଫ ଆପଣା ପିତା ଇସ୍ରାଏଲଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ରଥ ସଜାଇ ଗୋଶନ ପ୍ରଦେଶକୁ ଗମନ କଲେ; ପୁଣି, ତାଙ୍କୁ ଦେଖା ଦେଇ ତାଙ୍କ ଗଳା ଧରି ବହୁତ ସମୟ ପର୍ଯ୍ୟନ୍ତ ରୋଦନ କଲେ।

Viz kapitola kopírovat




ଆଦି ପୁସ୍ତକ 46:29

Následuj nás:

Reklamy


Reklamy