ଆଦି ପୁସ୍ତକ 46:30 - ପବିତ୍ର ବାଇବଲ30 ଏହା ପରେ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଏବେ ମୁଁ ଶାନ୍ତିରେ ମରି ପାରିବି। ମୁଁ ତୁମ୍ଭର ଦର୍ଶନ ପାଇଲି ଏବଂ ଜାଣିଲି ଯେ ତୁମ୍ଭେ ଜୀବିତ।” Viz kapitolaପବିତ୍ର ବାଇବଲ (Re-edited) - (BSI)30 ସେତେବେଳେ ଇସ୍ରାଏଲ ଯୋଷେଫଙ୍କୁ କହିଲେ, ଏବେ ମୋହର ମରଣ ହେଉ, ମୁଁ ତୁମ୍ଭ ମୁଖ ଦେଖିଲି, ତୁମ୍ଭେ ତ ଆଜିଯାଏ ବଞ୍ଚିଅଛ। Viz kapitolaଓଡିଆ ବାଇବେଲ30 ସେତେବେଳେ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଏବେ ମୋହର ମରଣ ହେଉ, ମୁଁ ତୁମ୍ଭ ମୁଖ ଦେଖିଲି, ତୁମ୍ଭେ ତ ଆଜି ପର୍ଯ୍ୟନ୍ତ ବଞ୍ଚିଅଛ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ସେତେବେଳେ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଏବେ ମୋହର ମରଣ ହେଉ, ମୁଁ ତୁମ୍ଭ ମୁଖ ଦେଖିଲି, ତୁମ୍ଭେ ତ ଆଜି ପର୍ଯ୍ୟନ୍ତ ବଞ୍ଚିଅଛ।” Viz kapitola |