ଆଦି ପୁସ୍ତକ 46:31 - ପବିତ୍ର ବାଇବଲ31 ଯୋଷେଫ ତାଙ୍କର ଭାଇମାନଙ୍କୁ ଏବଂ ତାଙ୍କ ପିତାଙ୍କର ପରିବାରବର୍ଗଙ୍କୁ କହିଲେ, “ମୁଁ ଯାଇ ଫାରୋଙ୍କୁ କହିବି ଯେ ତୁମ୍ଭେମାନେ ଏଠାରେ ଅଛ। ମୁଁ ଫାରୋଙ୍କୁ କହିବି, ‘ମୋର ଭାଇମାନେ ଓ ମୋର ପିତାଙ୍କର ଅନ୍ୟ ପରିବାରବର୍ଗ କିଣାନ ଦେଶ ଛାଡ଼ି ଏବେ ମୋ’ ପାଖରେ ଏହିଠାରେ ଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଅନନ୍ତର ଯୋଷେଫ ଆପଣା ଭାଇମାନଙ୍କୁ ଓ ପିତୃପରିବାରକୁ କହିଲେ, ମୁଁ ଯାଇ ଫାରୋଙ୍କୁ ସମ୍ଵାଦ ଦେଇ କହିବି, କିଣାନ ଦେଶରୁ ମୋହର ଭ୍ରାତୃଗଣ ଓ ପିତୃପରିବାର ମୋʼ ନିକଟକୁ ଆସିଅଛନ୍ତି। Viz kapitolaଓଡିଆ ବାଇବେଲ31 ଏଥିଉତ୍ତାରେ ଯୋଷେଫ ଆପଣା ଭାଇମାନଙ୍କୁ ଓ ପିତୃପରିବାରକୁ କହିଲେ, “ମୁଁ ଯାଇ ଫାରୋଙ୍କୁ ସମ୍ବାଦ ଦେଇ କହିବି, କିଣାନ ଦେଶରୁ ମୋହର ଭ୍ରାତୃଗଣ ଓ ପିତୃପରିବାର ମୋ’ ନିକଟକୁ ଆସିଅଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଏଥିଉତ୍ତାରେ ଯୋଷେଫ ଆପଣା ଭାଇମାନଙ୍କୁ ଓ ପିତୃପରିବାରକୁ କହିଲେ, “ମୁଁ ଯାଇ ଫାରୋଙ୍କୁ ସମ୍ବାଦ ଦେଇ କହିବି, ‘କିଣାନ ଦେଶରୁ ମୋହର ଭ୍ରାତୃଗଣ ଓ ପିତୃପରିବାର ମୋʼ ନିକଟକୁ ଆସିଅଛନ୍ତି। Viz kapitola |