ଆଦି ପୁସ୍ତକ 46:34 - ପବିତ୍ର ବାଇବଲ34 ତୁମ୍ଭେ ତାଙ୍କୁ କହିବ। ‘ଆମ୍ଭେ ମେଷପାଳକ ଅଟୁ, ଆମ୍ଭ ପରିବାର ସମସ୍ତେ ମେଷପାଳକ ଓ ଆମ୍ଭ ପୂର୍ବରୁ ଯେତେବେଳେ ଆମ୍ଭେ ଯୁବା ଥିଲୁ, ଜୀବନ୍ତ ପ୍ରାଣୀମାନଙ୍କର ଯତ୍ନ ନେଉଥିଲୁ।’ ଏହା ପରେ ଫାରୋ ତୁମ୍ଭମାନଙ୍କୁ ଗୋଶନରେ ରହିବାକୁ ଅନୁମତି ଦେବେ। କାରଣ ମିଶରର ଲୋକମାନେ ମେଷପାଳକଙ୍କୁ ସେମାନଙ୍କର ଅଞ୍ଚଳ ପାଖରେ ରଖିବାକୁ ପସନ୍ଦ କରନ୍ତି ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)34 ସେତେବେଳେ ତୁମ୍ଭେମାନେ କହିବ, ଆପଣଙ୍କର ଏହି ଦାସମାନେ ବାଲ୍ୟାବଧି ଏପର୍ଯ୍ୟନ୍ତ ପୂର୍ବପୁରୁଷାନୁକ୍ରମେ ପଶୁବ୍ୟବସାୟୀ; ତହିଁରେ ତୁମ୍ଭେମାନେ ଗୋଶନ ପ୍ରଦେଶରେ ବାସ କରି ପାରିବ; କାରଣ ପଶୁପାଳକମାନେ ମିସ୍ରୀୟମାନଙ୍କ ନିକଟରେ ଘୃଣାସ୍ପଦ ଅଟନ୍ତି। Viz kapitolaଓଡିଆ ବାଇବେଲ34 ସେତେବେଳେ ତୁମ୍ଭେମାନେ କହିବ, “ଆପଣଙ୍କର ଏହି ଦାସମାନେ ବାଲ୍ୟାବଧି ଏପର୍ଯ୍ୟନ୍ତ ପୂର୍ବପୁରୁଷାନୁକ୍ରମେ ପଶୁ ବ୍ୟବସାୟୀ; ତହିଁରେ ତୁମ୍ଭେମାନେ ଗୋଶନ ପ୍ରଦେଶରେ ବାସ କରି ପାରିବ; କାରଣ ପଶୁପାଳକମାନେ ମିସ୍ରୀୟମାନଙ୍କ ନିକଟରେ ଘୃଣାଯୋଗ୍ୟ ଅଟନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ସେତେବେଳେ ତୁମ୍ଭେମାନେ କହିବ, ‘ଆପଣଙ୍କର ଏହି ଦାସମାନେ ବାଲ୍ୟାବଧି ଏପର୍ଯ୍ୟନ୍ତ ପୂର୍ବପୁରୁଷାନୁକ୍ରମେ ପଶୁ ବ୍ୟବସାୟୀ;’ ତହିଁରେ ତୁମ୍ଭେମାନେ ଗୋଶନ ପ୍ରଦେଶରେ ବାସ କରି ପାରିବ; କାରଣ ପଶୁପାଳକମାନେ ମିସରୀୟମାନଙ୍କ ନିକଟରେ ଘୃଣାଯୋଗ୍ୟ ଅଟନ୍ତି।” Viz kapitola |