ଆଦି ପୁସ୍ତକ 46:6 - ପବିତ୍ର ବାଇବଲ6 ସେମାନେ ମଧ୍ୟ ସେମାନଙ୍କର ଥିବା ସମସ୍ତ ପଶୁ ଏବଂ ସେମାନେ ଯାହା ଜିନିଷ କିଣାନ ଦେଶରେ ଅର୍ଜ୍ଜନ କରିଥିଲେ ତାହା ସବୁ ମିଶର ଦେଶକୁ ନେଲେ, ଯାକୁବଙ୍କର ସମସ୍ତ ବଂଶଧର ସହିତ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏଉତ୍ତାରେ ସେମାନେ, ଅର୍ଥାତ୍, ଯାକୁବ ଓ ତାଙ୍କ ସମସ୍ତ ବଂଶ, ଆପଣାମାନଙ୍କ ପଶୁଗଣ ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ମିସର ଦେଶରେ ଉତ୍ତରିଲେ। Viz kapitolaଓଡିଆ ବାଇବେଲ6 ଏଉତ୍ତାରେ ସେମାନେ, ଅର୍ଥାତ୍, ଯାକୁବ ଓ ତାଙ୍କ ସମସ୍ତ ବଂଶ, ଆପଣାମାନଙ୍କ ପଶୁଗଣ ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ମିସର ଦେଶରେ ପହଞ୍ଚିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଉତ୍ତାରେ ସେମାନେ, ଅର୍ଥାତ୍, ଯାକୁବ ଓ ତାଙ୍କ ସମସ୍ତ ବଂଶ, ଆପଣାମାନଙ୍କ ପଶୁଗଣ ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ମିସର ଦେଶରେ ପହଞ୍ଚିଲେ। Viz kapitola |