ଆଦି ପୁସ୍ତକ 47:17 - ପବିତ୍ର ବାଇବଲ17 ତେଣୁ ଲୋକମାନେ ତାଙ୍କର ଜୀବନ୍ତ ପଶୁସବୁ ଯୋଷେଫଙ୍କ ନିକଟକୁ ଆଣିଲେ। ସେମାନଙ୍କୁ ଅଶ୍ୱ, ମେଷ, ଛେଳି ପଶୁପଲ ଏବଂ ଗଧ ବଦଳରେ ଖାଦ୍ୟ ଦ୍ରବ୍ୟ ଦେଲେ। ସେ ବର୍ଷ ଯୋଷେଫ ସେମାନଙ୍କର ଖାଦ୍ୟ ବଦଳରେ ସମସ୍ତ ଜୀବନ୍ତ ପଶୁ ନେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ତହୁଁ ସେମାନେ ଯୋଷେଫଙ୍କ ନିକଟକୁ ଆପଣା ଆପଣା ପଶୁ ଆଣିଲେ; ତହିଁରେ ଯୋଷେଫ ଅଶ୍ଵ ଓ ମେଷ ଓ ଗୋରୁପଲ ଓ ଗର୍ଦ୍ଦଭ ଆଦି ବଦଳ ନେଇ ସେମାନଙ୍କୁ ଭକ୍ଷ୍ୟ ଦେବାକୁ ଲାଗିଲେ; ଏହି ପ୍ରକାରେ ଯୋଷେଫ ପଶୁ ବଦଳେ ସେମାନଙ୍କୁ ଭକ୍ଷ୍ୟ ଦେଇ ସେହି ବର୍ଷ ଚଳାଇ ନେଲେ। Viz kapitolaଓଡିଆ ବାଇବେଲ17 ତହୁଁ ସେମାନେ ଯୋଷେଫଙ୍କ ନିକଟକୁ ଆପଣା ଆପଣା ପଶୁ ଆଣିଲେ; ତହିଁରେ ଯୋଷେଫ ଅଶ୍ୱ ଓ ମେଷ ଓ ଗୋରୁପଲ ଓ ଗର୍ଦ୍ଦଭ ଆଦି ବଦଳ ନେଇ ସେମାନଙ୍କୁ ଭକ୍ଷ୍ୟ ଦେବାକୁ ଲାଗିଲେ; ଏହି ପ୍ରକାରେ ଯୋଷେଫ ପଶୁ ବଦଳେ ସେମାନଙ୍କୁ ଭକ୍ଷ୍ୟ ଦେଇ ସେହି ବର୍ଷ ଚଳାଇ ନେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହୁଁ ସେମାନେ ଯୋଷେଫଙ୍କ ନିକଟକୁ ଆପଣା ଆପଣା ପଶୁ ଆଣିଲେ; ତହିଁରେ ଯୋଷେଫ ଅଶ୍ୱ ଓ ମେଷ ଓ ଗୋରୁପଲ ଓ ଗର୍ଦ୍ଦଭ ଆଦି ବଦଳ ନେଇ ସେମାନଙ୍କୁ ଭକ୍ଷ୍ୟ ଦେବାକୁ ଲାଗିଲେ; ଏହି ପ୍ରକାରେ ଯୋଷେଫ ପଶୁ ବଦଳେ ସେମାନଙ୍କୁ ଭକ୍ଷ୍ୟ ଦେଇ ସେହି ବର୍ଷ ଚଳାଇ ନେଲେ। Viz kapitola |