ଆଦି ପୁସ୍ତକ 47:20 - ପବିତ୍ର ବାଇବଲ20 ତେଣୁ ଯୋଷେଫ ଫାରୋଙ୍କ ନିମନ୍ତେ ମିଶର ଦେଶର ସମସ୍ତ ଭୂମି କ୍ରୟ କଲେ। ମିଶରରେ ସମସ୍ତ ଲୋକ ସେମାନଙ୍କର ଭୂମି ସବୁ ବିକ୍ରୟ କଲେ। ସେମାନେ ଭୋକରେ ଥିବାରୁ ଏହିପରି କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏହିରୂପେ ଦୁର୍ଭିକ୍ଷ ସେମାନଙ୍କ ପ୍ରତି ଅତି ଅସହ୍ୟ ହୁଅନ୍ତେ, ମିସ୍ରୀୟମାନେ ପ୍ରତ୍ୟେକେ ଆପଣା ଆପଣା ଭୂମି ବିକ୍ରୟ କଲେ; ତହିଁରେ ଯୋଷେଫ ଫାରୋଙ୍କ ନିମନ୍ତେ ମିସର ଦେଶର ସମସ୍ତ ଭୂମି କ୍ରୟ କଲେ; ତେଣୁ ସମସ୍ତ ଭୂମି ଫାରୋଙ୍କର ହେଲା। Viz kapitolaଓଡିଆ ବାଇବେଲ20 ଏହିରୂପେ ଦୁର୍ଭିକ୍ଷ ସେମାନଙ୍କ ପ୍ରତି ଅତି ଅସହ୍ୟ ହୁଅନ୍ତେ, ମିସ୍ରୀୟମାନେ ପ୍ରତ୍ୟେକେ ଆପଣା ଆପଣା ଭୂମି ବିକ୍ରୟ କଲେ; ତହିଁରେ ଯୋଷେଫ ଫାରୋଙ୍କ ନିମନ୍ତେ ମିସର ଦେଶର ସମସ୍ତ ଭୂମି କ୍ରୟ କଲେ; ତେଣୁ ସମସ୍ତ ଭୂମି ଫାରୋଙ୍କର ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏହିରୂପେ ଦୁର୍ଭିକ୍ଷ ସେମାନଙ୍କ ପ୍ରତି ଅତି ଅସହ୍ୟ ହୁଅନ୍ତେ, ମିସରୀୟମାନେ ପ୍ରତ୍ୟେକେ ଆପଣା ଆପଣା ଭୂମି ବିକ୍ରୟ କଲେ; ତହିଁରେ ଯୋଷେଫ ଫାରୋଙ୍କ ନିମନ୍ତେ ମିସର ଦେଶର ସମସ୍ତ ଭୂମି କ୍ରୟ କଲେ; ତେଣୁ ସମସ୍ତ ଭୂମି ଫାରୋଙ୍କର ହେଲା। Viz kapitola |