ଆଦି ପୁସ୍ତକ 47:22 - ପବିତ୍ର ବାଇବଲ22 ସେ କେବଳ ଯାଜକମାନଙ୍କର ଭୂମି କ୍ରୟ କଲେ ନାହିଁ। କାରଣ ଫାରୋ ସେମାନଙ୍କୁ ବୃତ୍ତି ଯୋଗାଇଲେ। ଏଣୁ ଫାରୋଙ୍କର ଦ୍ୱାରା ଦିଆ ଯାଇଥିବା ବୃତ୍ତିରେ ସେମାନେ ବଞ୍ଚୁଥିଲେ। ସେମାନେ ଆପଣା ଭୂମି ବିକ୍ରୟ କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ସେ କେବଳ ଯାଜକମାନଙ୍କର ଭୂମି କ୍ରୟ କଲେ ନାହିଁ; କାରଣ ଯାଜକମାନେ ଫାରୋଙ୍କଠାରୁ ବୃତ୍ତି ପାଇଲେ; ଏଣୁଫାରୋଙ୍କର ଦତ୍ତ ବୃତ୍ତି ଦ୍ଵାରା ସେମାନଙ୍କର ନିର୍ବାହ ହେବାରୁ ସେମାନେ ଆପଣା ଆପଣା ଭୂମି ବିକ୍ରୟ କଲେ ନାହିଁ। Viz kapitolaଓଡିଆ ବାଇବେଲ22 ସେ କେବଳ ଯାଜକମାନଙ୍କର ଭୂମି କ୍ରୟ କଲେ ନାହିଁ; କାରଣ ଯାଜକମାନେ ଫାରୋଙ୍କଠାରୁ ବୃତ୍ତି ପାଇଲେ; ଏଣୁ ଫାରୋଙ୍କର ଦତ୍ତ ବୃତ୍ତି ଦ୍ୱାରା ସେମାନଙ୍କର ନିର୍ବାହ ହେବାରୁ ସେମାନେ ଆପଣା ଆପଣା ଭୂମି ବିକ୍ରୟ କଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେ କେବଳ ଯାଜକମାନଙ୍କର ଭୂମି କ୍ରୟ କଲେ ନାହିଁ; କାରଣ ଯାଜକମାନେ ଫାରୋଙ୍କଠାରୁ ବୃତ୍ତି ପାଇଲେ; ଏଣୁ ଫାରୋଙ୍କର ଦତ୍ତ ବୃତ୍ତି ଦ୍ୱାରା ସେମାନଙ୍କର ନିର୍ବାହ ହେବାରୁ ସେମାନେ ଆପଣା ଆପଣା ଭୂମି ବିକ୍ରୟ କଲେ ନାହିଁ। Viz kapitola |