ଆଦି ପୁସ୍ତକ 47:24 - ପବିତ୍ର ବାଇବଲ24 ତହିଁରୁ ଯାହା ଉତ୍ପନ୍ନ ହେବ। ତାହାର ପଞ୍ଚମାଂଶ ଫାରୋଙ୍କୁ ଦେବ। ପୁଣି ଅନ୍ୟ ଗ୍ଭରିଅଂଶ ଭୂମିର ବିହନପାଇଁ ଓ ତୁମ୍ଭେ ତୁମ୍ଭର ପରିଜନ ଏବଂ ତୁମ୍ଭର ପିଲାମାନଙ୍କ ପାଇଁ ଖାଦ୍ୟ ରହିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)24 ତହିଁରୁ ଯାହା ଉତ୍ପନ୍ନ ହେବ, ତାହାର ପଞ୍ଚମାଂଶ ଫାରୋଙ୍କୁ ଦେବ, ପୁଣି ଅନ୍ୟ ଚାରି ଅଂଶ ଭୂମିର ବିହନ ପାଇଁ ଓ ଆପଣା ଆପଣା ପରିଜନ ଓ ବାଳକମାନଙ୍କ ନିମନ୍ତେ ରଖିବ। Viz kapitolaଓଡିଆ ବାଇବେଲ24 ତହିଁରୁ ଯାହା ଉତ୍ପନ୍ନ ହେବ, ତାହାର ପଞ୍ଚମାଂଶ ଫାରୋଙ୍କୁ ଦେବ, ପୁଣି, ଅନ୍ୟ ଚାରି ଅଂଶ ଭୂମିର ବିହନ ପାଇଁ ଓ ଆପଣା ଆପଣା ପରିଜନ ଓ ବାଳକମାନଙ୍କ ନିମନ୍ତେ ରଖିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତହିଁରୁ ଯାହା ଉତ୍ପନ୍ନ ହେବ, ତାହାର ପଞ୍ଚମାଂଶ ଫାରୋଙ୍କୁ ଦେବ, ପୁଣି, ଅନ୍ୟ ଚାରି ଅଂଶ ଭୂମିର ବିହନ ପାଇଁ ଓ ଆପଣା ଆପଣା ପରିଜନ ଓ ବାଳକମାନଙ୍କ ନିମନ୍ତେ ରଖିବ।” Viz kapitola |