ଆଦି ପୁସ୍ତକ 47:31 - ପବିତ୍ର ବାଇବଲ31 ଏହା ପରେ ଯାକୁବ କହିଲେ, “ତୁମ୍ଭେ ଶପଥ କର।” ଏବଂ ଯୋଷେଫ ତାଙ୍କ ସମ୍ମୁଖରେ ଶପଥ କଲେ। ଏହା ପରେ ଇସ୍ରାଏଲ ଶଯ୍ୟାର ମୁଣ୍ଡ ଆଡ଼େ ପ୍ରଣାମ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ତହୁଁ ଯାକୁବ ଯୋଷେଫଙ୍କୁ ଶପଥ କରିବାକୁ କହନ୍ତେ, ସେ ତାଙ୍କ ନିକଟରେ ଶପଥ କଲେ। ସେତେବେଳେ ଇସ୍ରାଏଲ ଶଯ୍ୟାର ମୁଣ୍ତଆଡ଼େ ପ୍ରଣାମ କଲେ। Viz kapitolaଓଡିଆ ବାଇବେଲ31 ତହୁଁ ଯାକୁବ ଯୋଷେଫଙ୍କୁ ଶପଥ କରିବାକୁ କହନ୍ତେ, “ସେ ତାଙ୍କ ନିକଟରେ ଶପଥ କଲେ।” ସେତେବେଳେ ଇସ୍ରାଏଲ ଶଯ୍ୟାର ମୁଣ୍ଡଆଡ଼େ ପ୍ରଣାମ କରି ପରମେଶ୍ବରଙ୍କ ଆରାଧନା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ତହୁଁ ଯାକୁବ ଯୋଷେଫଙ୍କୁ ଶପଥ କରିବାକୁ କହନ୍ତେ, “ସେ ତାଙ୍କ ନିକଟରେ ଶପଥ କଲେ।” ସେତେବେଳେ ଇସ୍ରାଏଲ ଶଯ୍ୟାର ମୁଣ୍ଡଆଡ଼େ ପ୍ରଣାମ କରି ପରମେଶ୍ୱରଙ୍କ ଆରାଧନା କଲେ। Viz kapitola |