ଆଦି ପୁସ୍ତକ 48:14 - ପବିତ୍ର ବାଇବଲ14 ଇସ୍ରାଏଲ ନିଜର ଦକ୍ଷିଣ ହସ୍ତ ବଢ଼ାଇ କନିଷ୍ଠ ଇଫ୍ରୟିମର ମୁଣ୍ଡରେ ତାଙ୍କର ବାମ ହସ୍ତ ରଖିଲେ। ଏହା ପରେ ଇସ୍ରାଏଲ ତାଙ୍କର ବାମହସ୍ତ ମନଃଶିର ମସ୍ତକ ଉପରେ ରଖିଲେ ଯିଏ କି ପ୍ରଥମେ ଜନ୍ମ ହୋଇଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତହିଁରେ ଇସ୍ରାଏଲ ଆପଣା ଦକ୍ଷିଣ ହସ୍ତ ବଢ଼ାଇ କନିଷ୍ଠ ଇଫ୍ରୟିମର ମସ୍ତକ ଉପରେ ରଖିଲେ, ପୁଣି ମନଃଶିର ମସ୍ତକ ଉପରେ ବାମ ହସ୍ତ ରଖିଲେ, ସେ ବିବେଚନା ପୂର୍ବକ ଆପଣା ହସ୍ତ ଏରୂପ ଚଳାଇଲେ; କାରଣ ମନଃଶି ପ୍ରଥମଜାତ ଥିଲା। Viz kapitolaଓଡିଆ ବାଇବେଲ14 ତହିଁରେ ଇସ୍ରାଏଲ ଆପଣା ଡାହାଣ ହସ୍ତ ବଢ଼ାଇ କନିଷ୍ଠ ଇଫ୍ରୟିମର ମସ୍ତକ ଉପରେ ରଖିଲେ, ପୁଣି, ମନଃଶିର ମସ୍ତକ ଉପରେ ବାମ ହସ୍ତ ରଖିଲେ, ସେ ବିବେଚନା ପୂର୍ବକ ଆପଣା ହସ୍ତ ଏରୂପ ଚଳାଇଲେ; କାରଣ ମନଃଶି ପ୍ରଥମଜାତ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହିଁରେ ଇସ୍ରାଏଲ ଆପଣା ଡାହାଣ ହସ୍ତ ବଢ଼ାଇ କନିଷ୍ଠ ଇଫ୍ରୟିମର ମସ୍ତକ ଉପରେ ରଖିଲେ, ପୁଣି, ମନଃଶିର ମସ୍ତକ ଉପରେ ବାମ ହସ୍ତ ରଖିଲେ, ସେ ବିବେଚନାପୂର୍ବକ ଆପଣା ହସ୍ତ ଏରୂପ ଚଳାଇଲେ; କାରଣ ମନଃଶି ପ୍ରଥମଜାତ ଥିଲା। Viz kapitola |