ଆଦି ପୁସ୍ତକ 48:21 - ପବିତ୍ର ବାଇବଲ21 ଏହା ପରେ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ମୋର ମୃତ୍ୟୁ ସମୟ ପ୍ରାୟ ସନ୍ନିକଟ। ପରମେଶ୍ୱର ତୁମ୍ଭକୁ ସଦୟ ହୁଅନ୍ତୁ। ସେ ତୁମ୍ଭକୁ ପୁନର୍ବାର ତୁମ୍ଭର ପୂର୍ବପୁରୁଷଙ୍କ ଦେଶକୁ ନେଇ ଯିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ଵର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ। Viz kapitolaଓଡିଆ ବାଇବେଲ21 ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ୱର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ୱର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ। Viz kapitola |