ଆଦି ପୁସ୍ତକ 48:7 - ପବିତ୍ର ବାଇବଲ7 ପଦ୍ଦନ୍ ଅରାମଠାରୁ କିଣାନ ଦେଶକୁ ମୋର ଆଗମନ କାଳରେ ରାହେଲ, ଇଫ୍ରାଥାର ରାସ୍ତାରେ ମରିଗଲା। ସେଥି ନିମନ୍ତେ ମୁଁ ତାକୁ ଇଫ୍ରାଥାରେ (ବୈଥ୍ଲେହମରେ) କବର ଦେଲି।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ପଦ୍ଦନ ଅରାମଠାରୁ କିଣାନ ଦେଶକୁ ମୋହର ଆଗମନ କାଳରେ ଇଫ୍ରାଥାରେ ପହଞ୍ଚିବା ନିମିତ୍ତ କିଛି ଦୂର ଥାଉ ଥାଉ ରାହେଲ ପଥ ମଧ୍ୟରେ ମୋʼ ନିକଟରେ ମଲା; ତହିଁରେ ମୁଁ ସେଠାରେ ଇଫ୍ରାଥାରେ, ଅର୍ଥାତ୍, ବେଥ୍ଲିହିମ୍ର ପଥପାର୍ଶ୍ଵରେ ତାକୁ କବର ଦେଲି। Viz kapitolaଓଡିଆ ବାଇବେଲ7 ପଦ୍ଦନ୍ ଅରାମଠାରୁ କିଣାନ ଦେଶକୁ ମୋହର ଆଗମନ କାଳରେ ଇଫ୍ରାଥାରେ ପହଞ୍ଚିବା ନିମିତ୍ତ କିଛି ଦୂର ଥାଉ ଥାଉ ରାହେଲ ପଥ ମଧ୍ୟରେ ମୋ’ ନିକଟରେ ମଲା; ତହିଁରେ ମୁଁ ସେଠାରେ ଇଫ୍ରାଥାରେ, ଅର୍ଥାତ୍, ବେଥଲିହିମର ପଥପାର୍ଶ୍ୱରେ ତାକୁ କବର ଦେଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପଦ୍ଦନ୍ ଅରାମଠାରୁ କିଣାନ ଦେଶକୁ ମୋହର ଆଗମନ କାଳରେ ଇଫ୍ରାଥାରେ ପହଞ୍ଚିବା ନିମିତ୍ତ କିଛି ଦୂର ଥାଉ ଥାଉ ରାହେଲ ପଥ ମଧ୍ୟରେ ମୋʼ ନିକଟରେ ମଲା; ତହିଁରେ ମୁଁ ସେଠାରେ ଇଫ୍ରାଥାରେ, ଅର୍ଥାତ୍, ବେଥଲିହିମର ପଥ ପାର୍ଶ୍ୱରେ ତାକୁ କବର ଦେଲି।” Viz kapitola |