Online Bible

- Reklamy -




ଆଦି ପୁସ୍ତକ 49:11 - ପବିତ୍ର ବାଇବଲ

11 ସେ ଦ୍ରାକ୍ଷାଲତା ନିକଟରେ ଆପଣା ଗଧକୁ ବାନ୍ଧିଲେ। ସେ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗଧର ଛୁଆକୁ ବାନ୍ଧିବ। ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ର ଓ ଆପଣା ପରିଧେୟ ବସ୍ତ୍ର ଧୋଇବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ସେ ଦ୍ରାକ୍ଷାଲତା ନିକଟରେ ଆପଣା ବାଛରାକୁ ଓ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗର୍ଦ୍ଦଭ ଶାବକକୁ ବାନ୍ଧିବ; ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ର ଓ ଦ୍ରାକ୍ଷାରକ୍ତରେ ଆପଣା ପରିଧେୟ ବସ୍ତ୍ର ଧୋଇବ।

Viz kapitola kopírovat

ଓଡିଆ ବାଇବେଲ

11 ସେ ଦ୍ରାକ୍ଷାଲତା ନିକଟରେ ଆପଣା ବାଛରାକୁ ଓ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗର୍ଦ୍ଦଭ ଶାବକକୁ ବାନ୍ଧିବ; ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ର ଓ ଦ୍ରାକ୍ଷାରସରେ ଆପଣା ପରିଧେୟ ବସ୍ତ୍ର ଧୋଇବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେ ଦ୍ରାକ୍ଷାଲତା ନିକଟରେ ଆପଣା ବାଛରାକୁ ଓ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗର୍ଦ୍ଦଭ ଶାବକକୁ ବାନ୍ଧିବ; ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ର ଓ ଦ୍ରାକ୍ଷାରସରେ ଆପଣା ପରିଧେୟ ବସ୍ତ୍ର ଧୋଇବ।

Viz kapitola kopírovat




ଆଦି ପୁସ୍ତକ 49:11

Následuj nás:

Reklamy


Reklamy