ଆଦି ପୁସ୍ତକ 49:15 - ପବିତ୍ର ବାଇବଲ15 ସେ ବିଶ୍ରାମ ସ୍ଥାନକୁ ଉତ୍ତମ ଓ ଦେଶକୁ ସୁରମ୍ୟ ଦେଖିବ। ଏହା ପରେ ସେ ଭାରି ଭାର ବୋହିବା ପାଇଁ ରାଜି ହେବ। ସେ ବେଠିକାମ କରିବାକୁ ରାଜି ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ସେ ବିଶ୍ରାମ ସ୍ଥାନକୁ ଉତ୍ତମ ଓ ଦେଶକୁ ସୁରମ୍ୟ ଦେଖିଲା; ଏଣୁ ସେ ଭାର ବହିବା ପାଇଁ ସ୍କନ୍ଧ ନତ କଲା, ବେଠି କର୍ମ କରିବାକୁ ଦାସ ହେଲା। Viz kapitolaଓଡିଆ ବାଇବେଲ15 ସେ ବିଶ୍ରାମ ସ୍ଥାନକୁ ଉତ୍ତମ ଓ ଦେଶକୁ ସୁରମ୍ୟ ଦେଖିଲା; ଏଣୁ ସେ ଭାର ବହିବା ପାଇଁ ସ୍କନ୍ଧ ନତ କଲା, ବେଠି କର୍ମ କରିବାକୁ ଦାସ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେ ବିଶ୍ରାମ-ସ୍ଥାନକୁ ଉତ୍ତମ ଓ ଦେଶକୁ ସୁରମ୍ୟ ଦେଖିଲା; ଏଣୁ ସେ ଭାର ବହିବା ପାଇଁ ସ୍କନ୍ଧ ନତ କଲା, ବେଠିକର୍ମ କରିବାକୁ ଦାସ ହେଲା। Viz kapitola |