Online Bible

- Reklamy -




ଆଦି ପୁସ୍ତକ 49:29 - ପବିତ୍ର ବାଇବଲ

29 ଏହା ପରେ ଇସ୍ରାଏଲ ତାଙ୍କୁ ନିର୍ଦ୍ଦେଶ ଦେଇ କହିଲେ, “ମୁଁ ଯେତେବେଳେ ମରିବି, ମୋର ପୂର୍ବପୁରୁଷମାନଙ୍କ ସହିତ ମୋତେ ଇଫ୍ରୋଣର ହେତୀୟ କ୍ଷେତରେ କବର ଦିଅ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ଅନନ୍ତର ଯାକୁବ ସେମାନଙ୍କୁ ଆଦେଶ ଦେଇ କହିଲେ, ମୁଁ ଆପଣା ଲୋକଙ୍କ ସଙ୍ଗେ ସଂଗୃହୀତ ହେବାକୁ ଉଦ୍ୟତ।

Viz kapitola kopírovat

ଓଡିଆ ବାଇବେଲ

29 ଏଥିଉତ୍ତାରେ ଯାକୁବ ସେମାନଙ୍କୁ ଆଦେଶ ଦେଇ କହିଲେ, “ମୁଁ ଆପଣା ଲୋକଙ୍କ ସଙ୍ଗେ ସଂଗୃହୀତ ହେବାକୁ ଉଦ୍ୟତ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଏଥିଉତ୍ତାରେ ଯାକୁବ ସେମାନଙ୍କୁ ଆଦେଶ ଦେଇ କହିଲେ, “ମୁଁ ଆପଣା ଲୋକଙ୍କ ସଙ୍ଗେ ସଂଗୃହୀତ ହେବାକୁ ଉଦ୍ୟତ।

Viz kapitola kopírovat




ଆଦି ପୁସ୍ତକ 49:29

Následuj nás:

Reklamy


Reklamy