ଆଦି ପୁସ୍ତକ 49:30 - ପବିତ୍ର ବାଇବଲ30 ଯେଣୁ ଅବ୍ରହାମ କବର ସ୍ଥାନର ଅଧିକାର ନିମନ୍ତେ କିଣାନ ଦେଶରେ ମମ୍ରିର ସମ୍ମୁଖସ୍ଥ ଯେଉଁ ମକ୍ପେଲାର କ୍ଷେତ୍ର ହେତୀୟ ଇଫ୍ରୋଣଠାରୁ କିଣିଥିଲେ। ସେହି ହେତୀୟ ଇଫ୍ରୋଣର କ୍ଷେତ୍ରସ୍ଥିତ ଗୁହାରେ ମୋର ପୂର୍ବପୁରୁଷମାନଙ୍କ ନିକଟରେ ମୋତେ କବର ଦେବ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଏହେତୁ ଅବ୍ରହାମ କବର ସ୍ଥାନର ଅଧିକାର ନିମନ୍ତେ କିଣାନ ଦେଶରେ ମମ୍ରିର ସମ୍ମୁଖସ୍ଥ ଯେଉଁ ମକ୍ପେଲାର କ୍ଷେତ୍ର ହେତୀୟ ଇଫ୍ରୋଣଠାରୁ କିଣିଥିଲେ, ସେହି ହେତୀୟ ଇଫ୍ରୋଣର କ୍ଷେତ୍ରସ୍ଥିତ ଗୁହାରେ ମୋହର ପୂର୍ବପୁରୁଷମାନଙ୍କ ନିକଟରେ ମୋତେ କବର ହେବ। Viz kapitolaଓଡିଆ ବାଇବେଲ30 ଏହେତୁ ଅବ୍ରହାମ କବର ସ୍ଥାନର ଅଧିକାର ନିମନ୍ତେ କିଣାନ ଦେଶରେ ମମ୍ରିର ସମ୍ମୁଖସ୍ଥ ଯେଉଁ ମକ୍ପେଲାର କ୍ଷେତ୍ର ହିତ୍ତୀୟ ଇଫ୍ରୋଣଠାରୁ କିଣିଥିଲେ, ସେହି ହିତ୍ତୀୟ ଇଫ୍ରୋଣର କ୍ଷେତ୍ରସ୍ଥିତ ଗୁହାରେ ମୋହର ପୂର୍ବପୁରୁଷମାନଙ୍କ ନିକଟରେ ମୋତେ କବର ଦେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏହେତୁ ଅବ୍ରହାମ କବର ସ୍ଥାନର ଅଧିକାର ନିମନ୍ତେ କିଣାନ ଦେଶରେ ମମ୍ରିର ସମ୍ମୁଖସ୍ଥ ଯେଉଁ ମକ୍ପେଲାର କ୍ଷେତ୍ର ହିତ୍ତୀୟ ଇଫ୍ରୋଣଠାରୁ କିଣିଥିଲେ, ସେହି ହିତ୍ତୀୟ ଇଫ୍ରୋଣର କ୍ଷେତ୍ରସ୍ଥିତ ଗୁହାରେ ମୋହର ପୂର୍ବପୁରୁଷମାନଙ୍କ ନିକଟରେ ମୋତେ କବର ଦେବ। Viz kapitola |