ଆଦି ପୁସ୍ତକ 49:4 - ପବିତ୍ର ବାଇବଲ4 କିନ୍ତୁ ତୁମ୍ଭର ଆବେଗ ବନ୍ୟା ତୁଲ୍ୟ ଥିଲା, ତୁମ୍ଭେ ନିୟନ୍ତ୍ରଣ କରିପାରିଲ ନାହିଁ। ତୁମ୍ଭର ପ୍ରଧାନତା ରହିବ ନାହିଁ। କାରଣ ତୁମ୍ଭେ ଆପଣା ପିତୃଶଯ୍ୟାକୁ ଗମନ କଲ। ତେବେ ତାହା ଅଶୁଚି କଲ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭେ ଉଚ୍ଛଳିତ ଜଳ ତୁଲ୍ୟ, ତୁମ୍ଭର ପ୍ରଧାନତା ରହିବ ନାହିଁ; କାରଣ ତୁମ୍ଭେ ଆପଣା ପିତୃଶଯ୍ୟାକୁ ଗମନ କଲ; ତେବେ ତାହା ଅଶୁଚି କଲ; ସେ ମୋହର ଶଯ୍ୟାକୁ ଗଲା। Viz kapitolaଓଡିଆ ବାଇବେଲ4 ତୁମ୍ଭେ ଉଚ୍ଛଳିତ ଜଳ ତୁଲ୍ୟ, ତୁମ୍ଭର ପ୍ରଧାନତା ରହିବ ନାହିଁ; କାରଣ ତୁମ୍ଭେ ଆପଣା ପିତୃଶଯ୍ୟାକୁ ଗମନ କଲ; ତେବେ ତାହା ଅଶୁଚି କଲ; ସେ ମୋହର ଶଯ୍ୟାକୁ ଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭେ ଉଚ୍ଛଳିତ ଜଳ ତୁଲ୍ୟ, ତୁମ୍ଭର ପ୍ରଧାନତା ରହିବ ନାହିଁ; କାରଣ ତୁମ୍ଭେ ଆପଣା ପିତୃଶଯ୍ୟାକୁ ଗମନ କଲ; ତେବେ ତାହା ଅଶୁଚି କଲ; ସେ ମୋହର ଶଯ୍ୟାକୁ ଗଲା। Viz kapitola |