Online Bible

- Reklamy -




ଆଦି ପୁସ୍ତକ 49:9 - ପବିତ୍ର ବାଇବଲ

9 ଯିହୁଦା ଏକ ସିଂହ ପରି ଅଟେ। ହେ ମୋହର ପୁତ୍ର, ତୁମ୍ଭେ ତୁମ୍ଭର ଶିକାରକୁ ବଧ କରିଛ। ସେ ବିଶ୍ରାମ ନେବା ପାଇଁ ଗଡ଼ିପଡ଼େ। ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା। କେହି ତାହାକୁ ଉଠାଇ ପାରବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଯିହୁଦା ସିଂହଶାବକ; ହେ ପୁତ୍ର, ତୁମ୍ଭେ ମୃଗ ବିଦାରଣରୁ ଉଠି ଆସିଲ; ସେ ନଇଁ ପଡ଼ିଲା, ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା, କିଏ ତାହାକୁ ଉଠାଇବ?

Viz kapitola kopírovat

ଓଡିଆ ବାଇବେଲ

9 ଯିହୁଦା ସିଂହଶାବକ; ହେ ପୁତ୍ର, ତୁମ୍ଭେ ମୃଗ ବିଦାରଣରୁ ଉଠି ଆସିଲ; ସେ ନଇଁ ପଡ଼ିଲା, ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା, କିଏ ତାହାକୁ ଉଠାଇବ ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଯିହୁଦା ସିଂହଶାବକ; ହେ ପୁତ୍ର, ତୁମ୍ଭେ ମୃଗ ବିଦାରଣରୁ ଉଠି ଆସିଲ; ସେ ନଇଁ ପଡ଼ିଲା, ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା, କିଏ ତାହାକୁ ଉଠାଇବ?

Viz kapitola kopírovat




ଆଦି ପୁସ୍ତକ 49:9

Následuj nás:

Reklamy


Reklamy