ଆଦି ପୁସ୍ତକ 5:10 - ପବିତ୍ର ବାଇବଲ10 କୟିନାନର ଜନ୍ମ ପରେ ଈନୋଶ 815 ବର୍ଷ ବଞ୍ଚିଲା। ସେହି ସମୟ ମଧ୍ୟରେ ତାହାର ଅନ୍ୟ ପୁତ୍ରକନ୍ୟାମାନ ଜନ୍ମ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି କୟିନାନର ଜନ୍ମ ଉତ୍ତାରେ ସେ ଆଠଶହ ପନ୍ଦର ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା; Viz kapitolaଓଡିଆ ବାଇବେଲ10 ପୁଣି, କୟିନାନର ଜନ୍ମ ଉତ୍ତାରେ ସେ ଆଠଶହ ପନ୍ଦର ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, କୟିନାନର ଜନ୍ମ ଉତ୍ତାରେ ସେ ଆଠ ଶହ ପନ୍ଦର ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା; Viz kapitola |