ଆଦି ପୁସ୍ତକ 5:3 - ପବିତ୍ର ବାଇବଲ3 ଆଦମକୁ 130 ବର୍ଷ ହେବା ପରେ ତାଙ୍କର ଆଉ ଏକ ପୁତ୍ର ସନ୍ତାନ ଜନ୍ମ ହେଲା। ଦେଖିବାକୁ ସେ ଠିକ୍ ଆଦମଙ୍କର ପରି ଥିଲା। ଆଦମ ତା'ର ନାମ ଶେଥ ଦେଇଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆଦମ ଶହେ ତିରିଶ ବର୍ଷ ବୟସରେ ଆପଣା ସାଦୃଶ୍ୟ ଓ ପ୍ରତିମୂର୍ତ୍ତିରେ ଏକ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ। Viz kapitolaଓଡିଆ ବାଇବେଲ3 ଆଦମ ଶହେ ତିରିଶ ବର୍ଷ ବୟସରେ ଆପଣା ସାଦୃଶ୍ୟ ଓ ପ୍ରତିମୂର୍ତ୍ତିରେ ଏକ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଦମ ଶହେ ତିରିଶ ବର୍ଷ ବୟସରେ ଆପଣା ସାଦୃଶ୍ୟ ଓ ପ୍ରତିମୂର୍ତ୍ତିରେ ଏକ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ। Viz kapitola |