ଆଦି ପୁସ୍ତକ 50:10 - ପବିତ୍ର ବାଇବଲ10 ଏହା ପରେ ସେମାନେ ଯର୍ଦ୍ଦନପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ ସେଠାରେ ମହାବିଳାପ କରି ରୋଦନ କଲେ। ସେମାନେ ସେଠାରେ ଯୋଷେଫଙ୍କ ପିତାଙ୍କ ପାଇଁ ସାତ ଦିନ ଶୋକ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଅନନ୍ତର ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ। Viz kapitolaଓଡିଆ ବାଇବେଲ10 ଏଥିଉତ୍ତାରେ ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିଉତ୍ତାରେ ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ। Viz kapitola |