ଆଦି ପୁସ୍ତକ 50:11 - ପବିତ୍ର ବାଇବଲ11 ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, “ମିସ୍ରୀୟମାନଙ୍କ ପ୍ରତି ଏହା ଦାରୁଣ ଦୁଃଖ।” ସେହିସ୍ଥାନ ଆବେଲ-ମିଶର ନାମରେ ବିଖ୍ୟାତ ହେଲା। ଏହା ଯର୍ଦ୍ଦନ ପାରସ୍ଥରେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ପୁଣି ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, ମିସ୍ରୀୟମାନଙ୍କର ଏ ଅତି ଦାରୁଣ ଶୋକ; ତେଣୁକରି ଯର୍ଦ୍ଦନ ପାରସ୍ଥ ସେହି ସ୍ଥାନ ଆବେଲ ମିସର (ମିସ୍ରୀୟମାନଙ୍କ ଶୋକ) ନାମରେ ବିଖ୍ୟାତ ହେଲା। Viz kapitolaଓଡିଆ ବାଇବେଲ11 ପୁଣି, ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, “ମିସ୍ରୀୟମାନଙ୍କର ଏ ଅତି ଦାରୁଣ ଶୋକ,” ତେଣୁକରି ଯର୍ଦ୍ଦନ ପାରସ୍ଥ ସେହି ସ୍ଥାନ ଆବେଲ ମିସର ନାମରେ ବିଖ୍ୟାତ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, “ମିସରୀୟମାନଙ୍କର ଏ ଅତି ଦାରୁଣ ଶୋକ,” ତେଣୁକରି ଯର୍ଦ୍ଦନ ପାରସ୍ଥ ସେହି ସ୍ଥାନ ଆବେଲ୍ ମିସର ନାମରେ ବିଖ୍ୟାତ ହେଲା। Viz kapitola |