ଆଦି ପୁସ୍ତକ 50:14 - ପବିତ୍ର ବାଇବଲ14 ଯୋଷେଫ ଆପଣା ପିତାଙ୍କୁ କବର ଦେଇସାରିବା ପରେ ସେ, ତାଙ୍କ ଭାଇମାନେ ଏବଂ ତାଙ୍କ ସହିତ ଯାଇଥିବା ସମସ୍ତ ଲୋକ ମିଶରକୁ ଫେରିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଯୋଷେଫ ଆପଣା ପିତାଙ୍କୁ କବର ଦେଲା ଉତ୍ତାରେ ସେ ଓ ତାଙ୍କର ଭ୍ରାତୃଗଣ ପ୍ରଭୃତି ଯେତେ ଲୋକ ତାଙ୍କ ପିତାଙ୍କର କବର ଦେବାକୁ ତାଙ୍କ ସଙ୍ଗେ ଯାଇଥିଲେ, ସମସ୍ତେ ମିସରକୁ ପ୍ରତ୍ୟାଗମନ କଲେ। Viz kapitolaଓଡିଆ ବାଇବେଲ14 ଯୋଷେଫ ଆପଣା ପିତାଙ୍କୁ କବର ଦେଲା ଉତ୍ତାରେ ସେ ଓ ତାଙ୍କର ଭ୍ରାତୃଗଣ ପ୍ରଭୃତି ଯେତେ ଲୋକ ତାଙ୍କ ପିତାଙ୍କର କବର ଦେବାକୁ ତାଙ୍କ ସଙ୍ଗେ ଯାଇଥିଲେ, ସମସ୍ତେ ମିସରକୁ ପ୍ରତ୍ୟାଗମନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯୋଷେଫ ଆପଣା ପିତାଙ୍କୁ କବର ଦେଲା ଉତ୍ତାରେ ସେ ଓ ତାଙ୍କର ଭ୍ରାତୃଗଣ ପ୍ରଭୃତି ଯେତେ ଲୋକ ତାଙ୍କ ପିତାଙ୍କର କବର ଦେବାକୁ ତାଙ୍କ ସଙ୍ଗେ ଯାଇଥିଲେ, ସମସ୍ତେ ମିସରକୁ ପ୍ରତ୍ୟାଗମନ କଲେ। Viz kapitola |