Online Bible

- Reklamy -




ଆଦି ପୁସ୍ତକ 50:17 - ପବିତ୍ର ବାଇବଲ

17 ଯୋଷେଫଙ୍କୁ କୁହ ତୁମ୍ଭର ଭାଇମାନେ ତୁମ୍ଭ ଉପରେ ମନ୍ଦ କରିଅଛନ୍ତି। ମାତ୍ର ତୁମ୍ଭେ ଅନୁଗ୍ରହ କରି ସେମାନଙ୍କର ସେହି ଅଧର୍ମ ଓ ପାପ ମାର୍ଜନା କରିବ।’ ଏଣୁକରି ଆମ୍ଭେମାନେ ବିନୟ କରୁଅଛୁ, ତୁମ୍ଭେ ପୈତୃକ ପରମେଶ୍ୱରଙ୍କ ଦାସଗଣର ଅଧର୍ମ ମାର୍ଜନା କର। ସେମାନେ ଏହା କହିବା ବେଳେ ଯୋଷେଫ କାନ୍ଦିବାକୁ ଲାଗିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ତୁମ୍ଭ ଭାଇମାନେ ତୁମ୍ଭର ମନ୍ଦ କରିଅଛନ୍ତି; ମାତ୍ର ତୁମ୍ଭେ ଅନୁଗ୍ରହ କରି ସେମାନଙ୍କର ସେହି ଅଧର୍ମ ଓ ପାପ ମାର୍ଜ୍ଜନା କରିବ; ଏଣୁକରି ଆମ୍ଭେମାନେ ବିନୟ କରୁଅଛୁ, ତୁମ୍ଭ ପୈତୃକ ପରମେଶ୍ଵରଙ୍କ ଦାସଗଣର ଅଧର୍ମ ମାର୍ଜ୍ଜନା କର। ସେମାନେ ଏହି କଥା କହିବା ବେଳେ ଯୋଷେଫ କାନ୍ଦିବାକୁ ଲାଗିଲେ।

Viz kapitola kopírovat

ଓଡିଆ ବାଇବେଲ

17 ତୁମ୍ଭ ଭାଇମାନେ ତୁମ୍ଭର ମନ୍ଦ କରିଅଛନ୍ତି; ମାତ୍ର ତୁମ୍ଭେ ଅନୁଗ୍ରହ କରି ସେମାନଙ୍କର ସେହି ଅଧର୍ମ ଓ ପାପ ମାର୍ଜନା କରିବ; ଏଥିପାଇଁ ଆମ୍ଭେମାନେ ବିନୟ କରୁଅଛୁ, ତୁମ୍ଭ ପୈତୃକ ପରମେଶ୍ୱରଙ୍କ ଦାସଗଣର ଅଧର୍ମ ମାର୍ଜନା କର।” ସେମାନେ ଏହି କଥା କହିବା ବେଳେ ଯୋଷେଫ କାନ୍ଦିବାକୁ ଲାଗିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତୁମ୍ଭ ଭାଇମାନେ ତୁମ୍ଭର ମନ୍ଦ କରିଅଛନ୍ତି; ମାତ୍ର ତୁମ୍ଭେ ଅନୁଗ୍ରହ କରି ସେମାନଙ୍କର ସେହି ଅଧର୍ମ ଓ ପାପ ମାର୍ଜନା କରିବ;’ ଏଥିପାଇଁ ଆମ୍ଭେମାନେ ବିନୟ କରୁଅଛୁ, ତୁମ୍ଭ ପୈତୃକ ପରମେଶ୍ୱରଙ୍କ ଦାସଗଣର ଅଧର୍ମ ମାର୍ଜନା କର।” ସେମାନେ ଏହି କଥା କହିବା ବେଳେ ଯୋଷେଫ କାନ୍ଦିବାକୁ ଲାଗିଲେ।

Viz kapitola kopírovat




ଆଦି ପୁସ୍ତକ 50:17

Následuj nás:

Reklamy


Reklamy