ଆଦି ପୁସ୍ତକ 50:18 - ପବିତ୍ର ବାଇବଲ18 ତାଙ୍କର ଭାଇମାନେ ତାଙ୍କ ନିକଟକୁ ଗଲେ ଏବଂ ତାଙ୍କୁ ପ୍ରଣାମ କଲେ। ସେମାନେ ତାଙ୍କୁ କହିଲେ, “ଆମ୍ଭେମାନେ ତୁମ୍ଭର ଦାସ ହେବୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ଅନନ୍ତର ତାଙ୍କର ଭାଇମାନେ ତାଙ୍କ ଆଗକୁ ଯାଇ ପ୍ରଣାମ କରି କହିଲେ, ଦେଖ, ଆମ୍ଭେମାନେ ତୁମ୍ଭର ଦାସ। Viz kapitolaଓଡିଆ ବାଇବେଲ18 ଏଥିଉତ୍ତାରେ ତାଙ୍କର ଭାଇମାନେ ତାଙ୍କ ଆଗକୁ ଯାଇ ପ୍ରଣାମ କରି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଦାସ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଥିଉତ୍ତାରେ ତାଙ୍କର ଭାଇମାନେ ତାଙ୍କ ଆଗକୁ ଯାଇ ପ୍ରଣାମ କରି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଦାସ।” Viz kapitola |