ଆଦି ପୁସ୍ତକ 50:20 - ପବିତ୍ର ବାଇବଲ20 ଏହା ସତ୍ୟ ଯେ, ତୁମ୍ଭେମାନେ ମୋ’ ବିରୁଦ୍ଧରେ ମନ୍ଦ ଯୋଜନା କରିଥିଲ। କିନ୍ତୁ ବାସ୍ତବରେ ପରମେଶ୍ୱରଙ୍କର ଯୋଜନା ଥିଲା ଉତ୍ତମ। ପରମେଶ୍ୱରଙ୍କର ଯୋଜନା ଥିଲା ଯେ, ସେ ମୋ’ ଦ୍ୱାରା ବହୁତ ଜୀବନ ରକ୍ଷା କରିବେ। ଏବଂ ଯେଉଁଥିପାଇଁ ଏସବୁ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତୁମ୍ଭେମାନେ ମୋʼ ବିରୁଦ୍ଧରେ ମନ୍ଦ କଳ୍ପନା କରିଥିଲ ପ୍ରମାଣ, ମାତ୍ର ପରମେଶ୍ଵର ତାହା ମଙ୍ଗଳର କଳ୍ପନା କଲେ; ଏବେ ଯେପରି ଦେଖୁଅଛ, ସେପରି ଅନେକ ଲୋକଙ୍କର ପ୍ରାଣରକ୍ଷା କରିବାକୁ ତାହାଙ୍କର ଅଭିପ୍ରାୟ ଥିଲା। Viz kapitolaଓଡିଆ ବାଇବେଲ20 ତୁମ୍ଭେମାନେ ମୋ’ ବିରୁଦ୍ଧରେ ମନ୍ଦ କଳ୍ପନା କରିଥିଲ ପ୍ରମାଣ, ମାତ୍ର ପରମେଶ୍ୱର ତାହା ମଙ୍ଗଳର କଳ୍ପନା କଲେ; ଏବେ ଯେପରି ଦେଖୁଅଛ, ସେପରି ଅନେକ ଲୋକଙ୍କର ପ୍ରାଣରକ୍ଷା କରିବାକୁ ତାହାଙ୍କର ଅଭିପ୍ରାୟ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତୁମ୍ଭେମାନେ ମୋʼ ବିରୁଦ୍ଧରେ ମନ୍ଦ କଳ୍ପନା କରିଥିଲ ପ୍ରମାଣ, ମାତ୍ର ପରମେଶ୍ୱର ତାହା ମଙ୍ଗଳର କଳ୍ପନା କଲେ; ଏବେ ଯେପରି ଦେଖୁଅଛ, ସେପରି ଅନେକ ଲୋକଙ୍କର ପ୍ରାଣରକ୍ଷା କରିବାକୁ ତାହାଙ୍କର ଅଭିପ୍ରାୟ ଥିଲା। Viz kapitola |