ଆଦି ପୁସ୍ତକ 50:21 - ପବିତ୍ର ବାଇବଲ21 ତେଣୁ ଭୟ କର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ସନ୍ତାନମାନଙ୍କର ଯତ୍ନ ନେବି।” ଏହି ପ୍ରକାରରେ ଯୋଷେଫ ତାଙ୍କର ଭାଇମାନଙ୍କୁ ମଧୁର ବଚନରେ ତୋଷିଲେ। ଏହିପରି କଥାରେ ସେ ତାଙ୍କର ଭାଇମାନଙ୍କୁ ସାନ୍ତ୍ୱନା ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏଣୁକରି ତୁମ୍ଭେମାନେ ଏବେ ଭୀତ ହୁଅ ନାହିଁ, ମୁଁ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକଗଣକୁ ପ୍ରତିପାଳନ କରିବି। ଏହି ପ୍ରକାରେ ଚିତ୍ତପ୍ରବୋଧକ କଥା କହି ସେ ସେମାନଙ୍କୁ ସାନ୍ତ୍ଵନା ଦେଲେ। Viz kapitolaଓଡିଆ ବାଇବେଲ21 ଏଥିପାଇଁ ତୁମ୍ଭେମାନେ ଏବେ ଭୀତ ହୁଅ ନାହିଁ, ମୁଁ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକଗଣକୁ ପ୍ରତିପାଳନ କରିବି। ଏହି ପ୍ରକାରେ ଚିତ୍ତପ୍ରବୋଧକ କଥା କହି ସେ ସେମାନଙ୍କୁ ସାନ୍ତ୍ୱନା ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଥିପାଇଁ ତୁମ୍ଭେମାନେ ଏବେ ଭୀତ ହୁଅ ନାହିଁ, ମୁଁ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକଗଣକୁ ପ୍ରତିପାଳନ କରିବି।” ଏହି ପ୍ରକାରେ ଚିତ୍ତ ପ୍ରବୋଧକ କଥା କହି ସେ ସେମାନଙ୍କୁ ସାନ୍ତ୍ୱନା ଦେଲେ। Viz kapitola |