ଆଦି ପୁସ୍ତକ 50:26 - ପବିତ୍ର ବାଇବଲ26 ଏହି ପ୍ରକାରରେ ଯୋଷେଫ 110 ବର୍ଷ ବୟସରେ ମଲେ। ସେମାନେ ଶରୀରକୁ ସଂସ୍କାର ନିମନ୍ତେ ପ୍ରସ୍ତୁତ କଲେ ଏବଂ ତାକୁ ମିଶରରେ ଏକ ସିନ୍ଦୁକ ମଧ୍ୟରେ ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଏହି ପ୍ରକାରେଯୋଷେଫ ଶହେ ଦଶ ବର୍ଷ ବୟସରେ ମଲେ; ତହିଁରେ ସେମାନେ ତାଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟାକ୍ତ କରି ମିସର ଦେଶରେ ଏକ ସିନ୍ଦୁକ ମଧ୍ୟରେ ରଖିଲେ। Viz kapitolaଓଡିଆ ବାଇବେଲ26 ଏହି ପ୍ରକାରେ ଯୋଷେଫ ଶହେ ଦଶ ବର୍ଷ ବୟସରେ ମଲେ; ତହିଁରେ ସେମାନେ ତାଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟ ଯୁକ୍ତ କରି ମିସର ଦେଶରେ ଏକ ସିନ୍ଦୁକ ମଧ୍ୟରେ ରଖିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏହି ପ୍ରକାରେ ଯୋଷେଫ ଶହେ ଦଶ ବର୍ଷ ବୟସରେ ମଲେ; ତହିଁରେ ସେମାନେ ତାଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟ ଯୁକ୍ତ କରି ମିସର ଦେଶରେ ଏକ ସିନ୍ଦୁକ ମଧ୍ୟରେ ରଖିଲେ। Viz kapitola |