Online Bible

- Reklamy -




ଆଦି ପୁସ୍ତକ 50:4 - ପବିତ୍ର ବାଇବଲ

4 ଏହି ସତୁରି ଦିନ ପରେ ଶୋକ ଦିନ ଶେଷ ହେଲା। ତେଣୁ ଯୋଷେଫ ଫାରୋଙ୍କର ପରିଜନଙ୍କୁ କହିଲେ, “ତୁମ୍ଭେ ଯଦି ମୋର ମଙ୍ଗଳ ଭାବୁଛ, ଦୟାକରି ଫାରୋଙ୍କୁ କୁହ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ସେହି ଶୋକ ଦିନ ଗତ ହୁଅନ୍ତେ, ଯୋଷେଫ ଫାରୋଙ୍କର ପରିଜନଙ୍କୁ କହିଲେ, ଯେବେ ମୁଁ ତୁମ୍ଭମାନଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ବିନୟ କରୁଅଛି, ଫାରୋଙ୍କ କର୍ଣ୍ଣଗୋଚରେ ଏହି କଥା କୁହ,

Viz kapitola kopírovat

ଓଡିଆ ବାଇବେଲ

4 ସେହି ଶୋକ ଦିନ ଗତ ହୁଅନ୍ତେ, ଯୋଷେଫ ଫାରୋଙ୍କର ପରିଜନଙ୍କୁ କହିଲେ, “ଯଦି ମୁଁ ତୁମ୍ଭମାନଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ବିନୟ କରୁଅଛି, ଫାରୋଙ୍କ କର୍ଣ୍ଣ-ଗୋଚରେ ଏହି କଥା କୁହ,”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେହି ଶୋକ ଦିନ ଗତ ହୁଅନ୍ତେ, ଯୋଷେଫ ଫାରୋଙ୍କର ପରିଜନଙ୍କୁ କହିଲେ, “ଯଦି ମୁଁ ତୁମ୍ଭମାନଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ବିନୟ କରୁଅଛି, ଫାରୋଙ୍କ କର୍ଣ୍ଣଗୋଚରେ ଏହି କଥା କୁହ,

Viz kapitola kopírovat




ଆଦି ପୁସ୍ତକ 50:4

Následuj nás:

Reklamy


Reklamy